ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୨ ଘଣ୍ଟା ପରେ ବି ମିଳିନି ପତ୍ତା

ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ମାତ୍ର କ୍ଷେତରାଜପୁର ଥାନା ବଙ୍ଗଳାପଡ଼ାର ପିଙ୍କି ବିଶ୍ୱକର୍ମା(୧୪)ଙ୍କର ୭୨ ଘଣ୍ଟାପରେ ବି କୌଣସି ପତ୍ତା ମିଳିପାରି ନାହିଁ। ଅନ୍ୟପଟେ ବୁଧବାରଠାରୁ ଅଗ୍ନିଶମ ବିଭାଗ ଖୋଜାଖୋଜି ବନ୍ଦ କରିଦେଇଥିବା ଜଣାପଡ଼ିଛି । ମାତ୍ର ମହାନଦୀ ତଟ ଅଗ୍ନିଶମ ବିଭାଗ ଓ ଥାନାଗୁଡିକୁ ଏ ସମ୍ପର୍କରେ ଦୃଷ୍ଟି ରଖିବାକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ବଳୟରେ ଖଣି ଖନନ

କେନ୍ଦୁଝର,୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ପଳାଶପଙ୍ଗା ରାଜସ୍ବ ସର୍କଲ ଅନ୍ତର୍ଗତ ମୁରୁସୁଆଁ ପଥର ଖଣି ପରିବେଶ ଓ ଖଣି ପ୍ଲାନ୍‌ ନୀତିନିୟମ ଉଲ୍ଲଂଘନ...

ମନ୍ଦିର ଘଣ୍ଟିରେ ଝୁଲିଛି ଯୁବକଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ତାଳଚେର,୧୦।୨(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର ଶିବମନ୍ଦିର ବୃଷଭ ନିକଟରେ ବନ୍ଧା ହୋଇଥିବା ଘଣ୍ଟିରେ ଝୁଲନ୍ତା ଅବସ୍ଥାରେ ଜଣେ...

ଭୁବନେଶ୍ୱରରୁ ଉତ୍ତର ପ୍ରଦେଶ ଯାଉଥିବା ୧୫ ଶ୍ରମିକ ଅଟକ

କେନ୍ଦୁଝର,୫।୫(ସ୍ବ.ପ୍ର.)-ଭୁବନେଶ୍ୱରରୁ ଚାଲି ଚାଲି ଉତ୍ତରପ୍ରଦେଶ ଅଭିମୁଖେ ଯାଉଥିବା ୧୫ ଜଣ ଶ୍ରମିକଙ୍କୁ କେନ୍ଦୁଝର ସଦର ଥାନା ପୋଲିସ ରାଇସୁଆଁ ନିକଟରେ ଅଟକ ରଖିଛି। ପୋଲିସ କହିଛି,...

ଅନିଶ୍ଚିତତାରେ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୨୬।୩ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ୍‌ ଘୋଷଣା ପରେ ରାଜ୍ୟ ସରକାର ୩ମାସର ଆଗୁଆ ପିଡିଏସ୍‌ ସାମଗ୍ରୀ ବଣ୍ଟନ କରିବା ପାଇଁ...

ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ବୋଲି ମାନିଲେ  ଯାଜପୁର ଜିଲାପାଳ: ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଚିଠି

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତମାନର ରୋଗୀସେବା ନିମନ୍ତେ ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲା...

୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା

ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି।...

ମଣ୍ଡିରୁ ଉଠୁନି ଧାନ, ମିଲର୍ସଙ୍କୁ ଅନୁକମ୍ପା

ବରଗଡ଼ ଅଫିସ୍‌,୨୮।୧୨ ବରଗଡ଼ ଜିଲାରେ ଧାନ କିଣାବିକା ଅନିୟମିତତା ସାଧାରଣରେ ପରିଣତ ହୋଇଛି। ଧାନର ଅଭାବୀ ବିକ୍ରି, ମଲର୍ସଙ୍କ ମର୍ଜିରେ ଧାନକିଣା, ମଣ୍ଡିରେ କଟନୀଛଟନୀ ଭଳି...

ସଚେତନ ବାର୍ତ୍ତା ନେଇ କେନ୍ଦୁଝରରୁ ପୁରୀ ସାଇକେଲ ଯାତ୍ରା

କେନ୍ଦୁଝର,୩୦।୬(ସ୍ବ.ପ୍ର.): ସଚେତନତା ଯାତ୍ରାରେ ସଦର ବ୍ଲକ କାଉଁରୀକଳା ପଞ୍ଚାୟତ ଅନ୍ତର୍ଗତ ବଉଳମାଳ ଗ୍ରାମର ଜଣେ ଯୁବକ ସାଇକେଲରେ ପୁରୀ ବାହାରିଛନ୍ତି। ସେ ହେଲେ ତୁଳସୀ ମହାନ୍ତଙ୍କ...

Advertisement
Archives

Model This Week