ମହାନଦୀ ଜଳ ବିବାଦ: ଆଜି ଶୁଣାଣି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଓଡ଼ିଶା ଓ ପଡୋଶୀ ଛତିଶଗଡ ମଧ୍ୟରେ ମହାନଦୀକୁ ନେଇ ବିବାଦ ଲାଗି ରହିଛି। ଟ୍ରିବ୍ୟୁନାଲ ଶନିବାର ଏହି ମାମଲାରେ ଶୁଣାଣି କରିବାକୁ ଯାଉଛି। ଏହାର ଦିନକ ପୂର୍ବରୁ ଓଡିଶା ଏବଂ ଛତିଶଗଡର ପ୍ରତିନିଧି ଦଳ ନୂଆଦିଲ୍ଲୀସ୍ଥିତ ଓଡିଶା ଭବନଠାରେ ଏକ ବୈଠକ କରିଥିବା ଜଣାପଡିଛି। ଟ୍ରିବ୍ୟୁନାଲ ଶୁଣାଣି ପୂର୍ବରୁ ଏହି ଦ୍ୱିପାକ୍ଷିକ ଆଲୋଚନାକୁ ସମୀକ୍ଷକଙ୍କ ମହଲରେ ଗୁରୁତ୍ୱ ଦିଆଯାଇଛି। ବୈଠକରୁ ବାହାରିଥିବା ନିର୍ଯାସ ସମ୍ପର୍କରେ ଦୁଇ ପକ୍ଷର ଓକିଲ ଟ୍ରିବ୍ୟୁନାଲକୁ ଶନିବାର ଅବଗତ କରାଇବେ। ପୂର୍ବରୁ ମହାନଦୀ ଜଳର ସମାନ ବଣ୍ଟନ ପାଇଁ ଛତିଶଗଡ ପକ୍ଷରୁ ପିଟିଶନ ଦାଏର କରାଯାଇଥିଲା। ଏହା ଉପରେ ମତ ରଖିବା ପାଇଁ ପୂର୍ବ ଶୁଣାଣିରେ ଟ୍ରିବ୍ୟୁନାଲ ଦୁଇ ପକ୍ଷକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସମାନ ଭାବେ ଜଳ ବଣ୍ଟନ କଥାକୁ ଓଡିଶା ଗ୍ରହଣ କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଔଷଧ ବିତରଣକୁ ନେଇ ଉତ୍ତେଜନା, ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଫାଟକ ବନ୍ଦକଲେ ଗ୍ରାମବାସୀ

ବସ୍ତା, ୨୧।୧୨(ଡି.ଏନ୍‌.ଏ. ): ବାଲେଶ୍ୱର ଜିଲା ବସ୍ତାସ୍ଥିତ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭୁଲ ଔଷଧ ବିତରଣକୁ ନେଇ ସୋମବାର ସକାଳେ ଉତ୍ତେଜନା ଦେଖାଦେଇଛି। ମିଳିଥିବା...

ମାଟିତଳୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା: ମିଳିଲା ପରିଚୟ, ଅଭିଯୁକ୍ତ ସ୍ବାମୀ ଫେରାର

ହାଟଡ଼ିହୀ, ୧୦।୮ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ଗ୍ରାମର ପ୍ରଦୀପ ମଲ୍ଲିକଙ୍କ ଘର ପଛପଟ ବାଡ଼ିର ମାଟିତଳୁ ଜଣେ ମହିଳାଙ୍କ ମୃତଦେହକୁ ପୁଲିସ...

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ...

ଉତ୍କଳ ଦିବସରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଏପ୍ରିଲ ୧ ତଥା ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ ପାଇଁ ଆୟୋଜନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି...

ସାଲେପୁର ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ମହମ୍ମଦ ମୁସ୍ତାକ ଦୋଷୀ ସାବ୍ୟସ୍ତ

କଟକ ଅଫିସ, ୧୯।୯:  କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ବହୁଚର୍ଚ୍ଚିତ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମହମ୍ମଦ ମୁସ୍ତାକ(୩୨)...

୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ...

ସରକାରୀ ସୁବିଧାରୁ ବଁଚିତ୍‌ ସିଦ୍ରିଆ ସମାଜ: ଜାତି, ଭେଲିକେ ନେଇ ଗୁପାରେ ପରଶାସନ

ବିନିକା, ୧୮।୧ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂହିଯୁବା ପଁଚେତ୍‌ ଅଧୀନ ଜାମପାଲି ଗଁାର କେନାଲ ପଡ଼ା, ଟାଙ୍ଗର ପଡ଼ା ଆର ଜଙ୍ଗଲ ପଡ଼ାରେ...

ଓଟିଇଟି ଆନ୍‌ସର-କି ରେ ତ୍ରୁଟି ଅଭିଯୋଗ ପ୍ରସଙ୍ଗ : ଚ୍ୟାଲେଞ୍ଜ ଅବଧି ୧୩କୁ ବୃଦ୍ଧି

ଭୁୁବନେଶ୍ୱର,୧୧।୧୦(ବ୍ୟୁରୋ) : ରାଜ୍ୟର ଶିକ୍ଷା ବ୍ୟବସ୍ଥା ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ଗୋଟିଏ ପରେ ଗୋଟିଏ ସାଂଘାତିକ ତ୍ରୁଟି ଦୃଷ୍ଟିଗୋଚର ହେଉଛି। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କ...

Advertisement
Archives

Model This Week