ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍‌ପେନ୍ସ

ପୁରୀ ଅଫିସ, ୨୩।୩: ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର ହୋଇ ମହାପ୍ରଭୁଙ୍କ ଟଙ୍କା ରଖାଯିବ। ଏ ନେଇ ଟେଣ୍ଡରରେ ଭାଗ ନେବାକୁ ସବୁ ବ୍ୟାଙ୍କକୁ ଚିଠି ଲେଖି ଅବଗତ କରାଯାଇଥିବା ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି। ଆସନ୍ତା ୨୬ ତାରିଖ ଦିନ ୧୧ଟା ସୁଦ୍ଧା ଟେଣ୍ଡର ପକାଇବାକୁ ଆହ୍ବାନ କରାଯାଇଛି। ଏଣିକି ୩ ବର୍ଷିୟା ନିହେଁ ବର୍ଷିକିଆ ସ୍ଥାୟୀ ଜମା ପାଇଁ ଟେଣ୍ଡର ଆହ୍ବାନ କରାଯାଇଥିବା ଜଣାପଡ଼ିଛି।
ସୂଚନାଥାଉକି, ଗତ ୧୮ ତାରିଖ ଟେଣ୍ଡରରେ ୟୁନିୟନ ବ୍ୟାଙ୍କ ସର୍ବାଧିକ ୫.୭୫ ପ୍ରତିଶତ ସୁଦ୍ଧ ଅଫର ଦେଇ ବିଡ୍‌ ଜିତିଥିଲା। ବର୍ତ୍ତମାନ ପୁନଶ୍ଚ ଉକ୍ତ ଟେଣ୍ଡରକୁ ବାତିଲ କରାଯିବା ପରେ ମହାରପ୍ରଭୁଙ୍କ ଟଙ୍କା କେଉଁ ବ୍ୟାଙ୍କରେ ରଖାଯିବ ସେ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଅନ୍ତିମ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ମତଦାନ ହେବ। ଏ ନେଇ ଶୁକ୍ରବାର ସାରୁ ପ୍ରଚାର ଶେଷ ହୋଇ ଥିବା ବେଳେ...

କେଏସ୍‌ୟୁବି କଲେଜର ଭିତ୍ତିଭୂମି ସୁଦୃଢ଼ କରାଯିବ: ମନ୍ତ୍ରୀ

ଭଞ୍ଜନଗର,୨୪।୧୧(ଡି.ଏନ.ଏ.)-ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶନିବାର ପୂର୍ବାହ୍ନରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) କଲେଜ...

ନାବାଳିକାଙ୍କୁ ଗଣବଳାତ୍କାର: ୨ କୋର୍ଟ ଚାଲାଣ

ସାକ୍ଷୀଗୋପାଳ,୩ା୮(ଡି.ଏନ୍‌.ଏ.): ଜନୈକା ୧୪ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୁରୀ ଜିଲା ସତ୍ୟବାଦୀ ଥାନା ପୋଲିସ ୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ...

ରାଜ୍ୟ ସରକାରଙ୍କୁ ସିସିଆଇର ପ୍ରଶଂସା

ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା...

ବଡ଼ଦାଣ୍ଡ ସଫେଇରେ ମୁସଲିମ ଯୁବକ ସାମିଲ

ବାରିପଦା ଅଫିସ,୧୫।୭- ବାରିପଦା ସହରରେ ସଫେଇ ସଚେତନତା ଦିଗରେ ଅନନ୍ୟ ଉଦାହରଣ ସୃଷ୍ଟି କରିଥିବା ସାମାଜିକ ଅନୁଷ୍ଠାନ ‘ସବୁଜ ସୁନ୍ଦର ବାରିପଦା’ ପକ୍ଷରୁ ରଥଯାତ୍ରା ଆରମ୍ଭରୁ...

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼...

ନବବଧୂଙ୍କୁ ନିର୍ଯାତନା ମାମଲା: ତିର୍ତ୍ତୋଲ ପୋଲିସ ବିରୋଧରେ ଏସ୍‌ପିଙ୍କୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୩: ତିର୍ତ୍ତୋଲ ଥାନା ଅଧୀନ ଦୋନ୍ଦୁଅ ଗ୍ରାମର ଜଣେ ନବ ବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଇଥିବା...

ଡିଜେଲ ୯ ପଇସା କମିଲା

ଭୁବନେଶ୍ୱର, ୨୯।୯: ଡିଜେଲ ଦରରେ ଲଗାତର ହ୍ରାସ ଧାରା ଜାରି ରହିଛି। ସୋମବାର ଭୁବନେଶ୍ୱରରେ ଡିଜେଲ ୯ ପଇସା କମି ୭୬.୯୫ ଟଙ୍କାକୁ ଖସିଛି। ଏଠାରେ...

Advertisement
Archives

Model This Week