ମହାବିଦ୍ୟାଳୟ ପରିସରରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଜେନାପୁର,୧୩।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ମୁକୁନ୍ଦ ପାତ୍ର ମହାବିଦ୍ୟାଳୟ ପରିସରରେ ଥିବା ଏକ ଶାଗୁଆନ ଗଛରୁ ଶୁକ୍ରବାର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଥାନା ଅନ୍ତର୍ଗତ କାନ୍ତପଡ଼ା ଗ୍ରାମର ଗଙ୍ଗା ମଳିକ(୧୮)। ଏସ୍‌ଡିପିଓ ଚିନ୍ମୟ କୁମାର ନାୟକଙ୍କ ସମେତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କ ମୃତଦେହ ଜବତକରି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ

ବ୍ରହ୍ମପୁର ଅଫିସ,୨୧ା୯-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଥରପୁଞ୍ଜି ଗ୍ରାମ ଲୋକଙ୍କଠାରୁ କଲିକତାର ୟୁନିମାସ୍‌ ଡେଭଲପର୍ସ ଲିମିଟେଡ୍‌ ନାମକ ଏକ ଚିଟ୍‌ଫଣ୍ଡ କମ୍ପାନୀ ୩ କୋଟିରୁ ଊର୍ଦ୍ଧ୍ୱ...

ତରଭାରେ ପହଞ୍ଚିଲେ ୧୯୦ ପ୍ରବାସୀ ଶ୍ରମିକ

ତରଭା,୨୩ା୫(ଡି.ଏନ.ଏ.)- ଶୁକ୍ରବାର ବିଳମ୍ବିତ ରାତିରେ ତରଭାରେ ପ୍ରବାସୀ ଶ୍ରମିକମାନେ ପହଞ୍ଚିଥିବା ଜଣାପଡିବା ପରେ ଆଖପାଖ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି ା ବିଭିନ୍ନ ସ୍ଥାନରୁ...

ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ

ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍‌ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର...

ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍‌କୋର୍ଟ ଘୋଷଣା କରିଥିଲେ। ହେଲେ...

ବରୀ ବ୍ଲକ: ୧୭୯ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୮।୫(ଡି.ଏନ.ଏ.)-ବରୀ ବ୍ଲକରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପର ହୋଇପଡ଼ିଛି ଯାଜପୁର ଜିଲା ପ୍ରଶାସନ। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ବିଦ୍ୟାଳୟ ବନ୍ଦକୁ ନେଇ ପ୍ରତିବାଦ : ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ନୟାଗଡ଼ ଅଫିସ, ୮।୧୧: ଗ୍ରାମରେ ଥିବା ବିଦ୍ୟାଳୟକୁ ବନ୍ଦ ନ କରିବା ପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ ଭଗବାନପୁର ପଞ୍ଚାୟତର ବେତଖୋଲି ଗ୍ରାମବାସୀ ଗୁରୁବାର...

ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ...

ସଫେଇ କାମକୁ ନେଇ ଗଣ୍ଡଗୋଳ ଘଟଣା ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ,୩ା୧୨-ବ୍ରହ୍ମପୁର ମହାନଗର ନିଗମ ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଂଗଠିତ ଗଣ୍ଡଗୋଳ ଘଟଣାରେ ବଡବଜାର ପୋଲିସ ୨ ମାମଲାରେ ୩...

Coronavirus Update

Archives

Model This Week

Why Dharitri