ମହାଭାରତ ସମୟରେ ପ୍ରସ୍ତୁତ ହୋଇଥିଲା ଗୁପ୍‌ଚୁପ୍‌

ନୂଆଦିଲ୍ଲୀ: ଗୁପ୍‌ଚୁପ୍‌ ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ନାମରେ ପରିଚିତ। ଏହା ପୁଚ୍‌କା, ପାନିପୁରୀ, ବତାଶେ ଭଳି ନାମରେ ଲୋକପ୍ରିୟତା ହାସଲ କରିଛି। ଗୁପ୍‌ଚୁପ୍‌ ମହାଭାରତ ସମୟରେ ପ୍ରଥମେ ପ୍ରସ୍ତୁତ କରାଯାଇଥିଲା ବୋଲି କେତେକ କୁହନ୍ତି। ମଗଧ ସାମ୍ରାଜ୍ୟରେ ମଧ୍ୟ ଏହା ଲୋକପ୍ରିୟତା ହାସଲ କରିଥିଲା। କୁହାଯାଏ ଯେ, ପାଞ୍ଚ ପାଣ୍ଡବଙ୍କୁ ବିବାହ କରିବା ପରେ ଦ୍ରୌପଦୀଙ୍କ ପରୀକ୍ଷା ନେବାକୁ ମାତା କୁନ୍ତୀ ଚିନ୍ତା କରିଥିଲେ। ସେ ଦ୍ରୌପଦୀଙ୍କୁ କିଛି ପନିପରିବା ସହିତ ଅଳ୍ପ ପରିମାଣର ଅଟା ଦେଇ ଖାଦ୍ୟ ପ୍ରସ୍ତୁତ କରିବାକୁ କହିଥିଲେ। ପାଞ୍ଚାଳି ଅଟାକୁ ଛୋଟ ଛୋଟ ଗୁଳା କରି ତା’ ଭିତରେ ପନିପରିବାକୁ ପୂର ଭଳି ପୂରାଇ ଖାଦ୍ୟ ପ୍ରସ୍ତୁତ କରିଥିଲେ। ଯାହାକି ଗୁପ୍‌ଚୁପ୍‌ର ପ୍ରଥମ ରୂପ ବୋଲି କେତେକ କହିଥାନ୍ତି। ସେହିପରି ମଗଧ ସାମ୍ରାଜ୍ୟରେ ଛୋଟ ଅଟା ଗୁଳା ମଧ୍ୟରେ ପନିପରିବା ଦେଇ ପ୍ରସ୍ତୁତ ହେଉଥିଲା ସ୍ବାଦିଷ୍ଟ ଖାଦ୍ୟ। ଏହାକୁ ଲୋକେ ଅଧିକ ପସନ୍ଦ କରୁଥିଲେ। ଏହାକୁ ଖାଇବା ପାଇଁ ଗାଁରୁ ଲୋକେ ସହରକୁ ଆସୁଥିଲେ ବୋଲି ଇତିହାସରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଦ୍ଦାର ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନ ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୫।୯: ରାଷ୍ଟ୍ରର ଏକତା ଓ ଅଖଣ୍ଡତା କ୍ଷେତ୍ରରେ ଯୋଗଦାନ ପାଇଁ କେନ୍ଦ୍ର ସରକାର ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ନାମରେ ସର୍ବୋଚ୍ଚ ନାଗରିକ ସମ୍ମାନର ଶୁଭାରମ୍ଭ କରିଛନ୍ତି।...

ପୁଅଙ୍କର ଏହି ୪ ଗୁଣକୁ ପସନ୍ଦ କରନ୍ତି ଝିଅ : ଜାଣନ୍ତୁ ସେ ସବୁ କ’ଣ

ପୁଅ ମାନଙ୍କ କିଛି ଅଭ୍ୟାସ ଅଛି ଯାହା ଝିଅ ମାନଙ୍କୁ ବହୁତ ପସନ୍ଦ ଆସିଥାଏ। ପ୍ରତ୍ୟେକ ଝିଅ ଚାହାନ୍ତି ସେମାନଙ୍କ ପାର୍ଟନର ଏହି ସବୁ ଗୁଣର...

ମାଛର ମୂଲ୍ୟ ୩ ଲକ୍ଷ ଟଙ୍କା; ମାଲାମାଲ୍‌ ହେଲେ ମହିଳା

କୋଲକାତା, ୩୦।୯: ପଶ୍ଚିମବଙ୍ଗର ଜଣେ ମହିଳା ରାତାରାତି ଧନୀ ପାଲଟିଯାଇଛନ୍ତି। ଯାହାର କାରଣ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବାସ୍ତବରେ ଏହି ମହିଳାଜଣଙ୍କ ଏକ ବିଶାଳକାୟ...

ନିଜ ସରକାର ବିରୋଧରେ ସ୍ବର ଉଠାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୪।୬: ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାର ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ସମୟ ସମୟରେ ସେ ସରକାରଙ୍କ ଅନେକ ଯୋଜନାକୁ ମଧ୍ୟ...

ପାଠ ପଢ଼ିଥିବା ମହିଳାଙ୍କୁ ଚାକିରି ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୧।୬ : ଏକ ଛାଡପତ୍ର ମାମଲାରେ ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଜଣେ...

ସରକାରୀ ବିଦ୍ୟାଳୟରେ ରହିବ ପ୍ଲେ ସ୍କୁଲ

ନୂଆଦିଲ୍ଲୀ, ୫ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଶିକ୍ଷା ଯୋଜନା ୨.୦ ଲାଗୁ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି। ୧...

ଆପତ୍ତିଜନକ ପୋଷ୍ଟ ଶେୟାର କରି ୨ ପୋଲିସ କର୍ମଚାରୀ ନିଲମ୍ବିତ

ଜୟପୁର,୧୨।୨: କର୍ନାଟକର ହିଜାବ ଝଡ଼ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋସିଆଲ ମିଡିଆରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ ହିଜାବ ସହ...

ଡେରାଡୁନରେ ୨ ଦିନିଆ ସଟ୍‌ଡାଉନ୍‌

ଡେରାଡୁନ,୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡର ଡେରାଡୁନରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି। ଶନିବାର ଓ ରବିବାର ସଟ୍‌ଡାଉନ ଘୋଷଣା କରାଯାଇଥିବାରୁ...

Advertisement
Archives

Model This Week