Advertisement

ମହାଭିଯୋଗ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ: ଟ୍ରମ୍ପ୍‌ ଦୋଷୀ

ଓ୍ବାଶିଂଟନ,୪।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ୍‌ଙ୍କ ବିରୋଧରେ ଅଣାଯାଇଥିବା ମହାଭିଯୋଗର ଯାଞ୍ଚ୍‌ ଜାରି ରହିଛି। ଇତିମଧ୍ୟରେ ଆମେରିକା ସଦନର ନ୍ୟାୟିକ କମିଟି ପକ୍ଷରୁ ଯାଞ୍ଚ୍‌ର ପ୍ରାଥମିକ ରିପୋର୍ଟ ଜାରି କରାଯାଇଛି। ଏଥିରେ ଟ୍ରମ୍ପ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏଥିରୁ କୁହାଯାଇଛି ଯେ, ରାଜନୈତିକ ଏବଂ ବ୍ୟକ୍ତିଗତ ଉଦ୍ଦେଶ୍ୟ ପୂରଣ ପାଇଁ ରାଷ୍ଟ୍ରହିତ ପ୍ରତି ଦୃଷ୍ଟି ନ ଦେଇ ସେ ନିଜର ଅଧିକାରର ଦୂରୁପଯୋଗ କରିଛନ୍ତି। ୨୦୨୦ରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ଲାଗି ଟ୍ରମ୍ପ୍‌ ବିଦେଶରୁ ସହାୟତା ଲୋଡ଼ିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୮ କୋଟି ଲୋକ ହରାଇବେ ଚାକିରି

ବେଜିଂ,୯।୫: କରୋନା ସଂକ୍ରମଣ ଯୋଗୁ ଚାଇନାରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିବା ଦ୍ୱାରା ସ୍ଥିତି ସ୍ବାଭାବିକ ହୋଇପାରୁନି।...

ପାକିସ୍ତାନରେ ସୋସିଆଲ ମିଡିଆ ଉପରେ ଲାଗିଲା ପ୍ରତିବନ୍ଧକ

ଇସଲାମାବାଦ୍‌,୧୬।୪: ପାକିସ୍ତାନରେ ସୋସିଆଲ ମିଡିଆ ସର୍ଭିସେସ୍‌ ଉପରେ ଶୁକ୍ରବାର ସାମୟିକ ପ୍ରତିବନ୍ଧକ ଲାଗିଛି। ଏଥିରେ ଫେସ୍‌ବୁକ୍‌, ଟୁଇଟର୍‌, ହ୍ବାଟ୍ସଆପ୍‌, ୟୁଟ୍ୟୁବ୍‌ ଏବଂ ଟେଲିଗ୍ରାମ ରହିଛି। ପାକିସ୍ତାନ...

ବିବାଦୀୟ ଦ୍ୱୀପକୁ ରୋହିଙ୍ଗ୍ୟା ସ୍ଥାନାନ୍ତର

କକ୍ସ ବଜାର, ୫।୧୨: ବାଂଲାଦେଶ ସରକାର ଶହ ଶହ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏକ ବିବାଦୀୟ ଦ୍ୱୀପକୁ ସ୍ଥାନାନ୍ତର କରିବା ଆରମ୍ଭ କରିଛନ୍ତି। ବାତ୍ୟା ଓ ବନ୍ୟାପ୍ରବଣ...

ଆମେରିକାରେ ପାଳନ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ

ଓ୍ବାଶିଂଟନ,୧୭।୬: ଆସନ୍ତା ୨୧ତାରିଖରେ ବିଶ୍ୱ ବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଆମେରିକାରେ ରବିବାର ଏହି ଦିବସକୁ ବିଭିନ୍ନ ବର୍ଗର ଲୋକେ ପାଳନ...

ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ବନ୍ଧକ

ବାମାକୋ, ୧୯।୮: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଏବେ ରାଜନୈତିକ ସଂକଟ ଘନେଇବାରେ ଲାଗିଛି। ସୈନ୍ୟ ବାହିନୀ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ବିରୋଧ ବିଦ୍ରୋହ କରିଛନ୍ତି।...

ଇମ୍ରାନଙ୍କ ସମ୍ପର୍କୀୟଙ୍କୁ ବିଚ ରାସ୍ତାରେ ମାଡ, ଭିଡିଓ କଲେ ଅଭିଯୁକ୍ତ

ଇସଲାମାବାଦ,୧୦ ।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସମ୍ପର୍କୀଙ୍କ ପାଇଁ ଲାଗାତାର ଭାବେ ଅସୁବିଧା ବଢିବାରେ ଲାଗିଛି । ଇସଲାମାବାଦରେ ପାକିସ୍ତାନର ଜଣେ ବରିଷ୍ଠ...

ପାକ୍‌ ସେନାମୁଖ୍ୟଙ୍କ ସଫେଇ: ଆତଙ୍କବାଦ ଦମନ ପାଇଁ ଉଦ୍ୟମ କରୁଛୁ

ଲଣ୍ଡନ,୨୪ା୬: ଆତଙ୍କବାଦ ବିରୋଧରେ ପାକିସ୍ତାନକୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ ବୋଲି ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌)ର ଚେତାବନୀ ପରେ ଇସ୍‌ଲାମାବାଦ ନରମିଛି। ପାକ୍‌...

ରାଫାଲର ନୂଆ ରେକର୍ଡ, ଲଗାତାର ଉଡ଼ିଲା ୧୨ ଘଣ୍ଟା …

ପ୍ୟାରିସ୍‌/ନୂଆଦିଲ୍ଲୀ,୨୭।୬: ଫ୍ରାନ୍ସ୍‌ ଯୁଦ୍ଧ ବିମାନ ରାଫାଲ ଲଗାତାର ୧୨ ଘଣ୍ଟା ଉଡ଼ି ଏକ ନୂଆ ରେକର୍ଡ କରିଛି। ଏହି ସମୟ ମଧ୍ୟରେ ରାଫାଲ ୧୭ ହଜାର...

Advertisement
Archives

Model This Week