ଭୁବନେଶ୍ୱର,୧୦।୬(ବ୍ୟୁରୋ): କରୋନା ପରିଚାଳନା ସମ୍ବନ୍ଧିତ ଦସ୍ତାବିଜ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ ସମ୍ପୃକ୍ତ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ସମୀକ୍ଷା କରିବା ପରେ ମୁଖ୍ୟ ଶାସନ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି। ତ୍ରିପାଠୀ କହିଛନ୍ତି, କରୋନା ମନାବ ଇତିହାସର ଏକ ସଙ୍କଟ। ଏହାର ପ୍ରକୃତି ଏବଂ ଗତି ମଧ୍ୟ ବହୁଧା ବିବର୍ତ୍ତନଶୀଳ। ଏହାର ମୁକାବିଲା ଓ ପରିଚାଳନା ସମ୍ବନ୍ଧିତ ଦସ୍ତାବିଜ ଆସନ୍ତା ଦିନରେ ଭାରତରେ ଜନସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଦୃଢିଭୂତ କରିବ। ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ, ସୂଚନା ଓ ଲୋକସମ୍ପର୍କ ବିଭାଗ ଶାସନ ସଚିବ ସଞ୍ଜୟ ସିଂ ଦସ୍ତାବିଜ ପ୍ରସ୍ତୁତିର ବିଭିନ୍ନ ଦିଗ ଉପରେ ଆଲୋଚନା ଲାଗି ତଥ୍ୟ ଉପସ୍ଥାପନ କରିଛନ୍ତି। ଅତିରିକ୍ତ ମୁଖ୍ୟ ଶାସନସଚିବ ପ୍ରଦୀପ କୁମାର ଜେନା ଦସ୍ତାବିଜ ପ୍ରସ୍ତୁତି ସମ୍ପର୍କରେ ସାଙ୍କେତିକ ଟେମ୍ପଲେଟ ଉପସ୍ଥାପନ କରିଛନ୍ତି। ବିଭିନ୍ନ ବିଭାଗଗୁଡିକ ନିଜ ପ୍ରସ୍ତୁତିର ଏକ ମୌଳିକ ଦସ୍ତାବିଜ ଜୁନ୍ ଶେଷସୁଦ୍ଧା ପ୍ରସ୍ତୁତି କରିବା ସହିତ ପରବର୍ତ୍ତୀ ସ୍ଥିତି ଅନୁଯାୟୀ ନୂତନ ପଦକ୍ଷେପ ସେଥିରେ ଲିପିବଦ୍ଧ ହେବ ବୋଲି ଜଣାପଡ଼ିଛି।
Posted inକରୋନା ଭାଇରସ୍, ରାଜ୍ୟ View All
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

