Posted inଜାତୀୟ

ମହାରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ଲାହୋର,୧୨ା୮(ପି.ଟି.): ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ପଞ୍ଜାବକୁ ୪୦ ବର୍ଷ ଧରି ଶାସନ କରିଥିବା ମହାରାଜା ରଣଜିତ୍‌ ସିଂଙ୍କ ପ୍ରତିମୂର୍ତ୍ତିକୁ ଲାହୋରରେ ପାକିସ୍ତାନୀମାନେ ଭାଙ୍ଗିଦେଇଛନ୍ତି। ରଣଜିତ୍‌ ସିଂଙ୍କ ୧୮୦ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲାହୋର ଦୁର୍ଗରେ ଗତ ଜୁନ୍‌ରେ ବ୍ରିଟେନର ଶିଖ୍‌ ହେରିଟେଜ୍‌ ଫାଉଣ୍ଡେଶନ୍‌ ପକ୍ଷରୁ ଏହାକୁ ପ୍ରତିଷ୍ଠା କରାଯାଇଥିଲା। ୯ ଫୁଟ୍‌ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ଭାଙ୍ଗିବା ଅଭିଯୋଗରେ ପୋଲିସ ମୌଲାନା ଖାଦିମ୍‌ ରିଜ୍‌ବୀଙ୍କ ନେତୃତ୍ୱାଧୀନ ତେହରିକ୍‌-ଲବିକ୍‌ ପାକିସ୍ତାନ ସଙ୍ଗଠନର ଦୁଇଜଣଙ୍କୁ ଗିରଫ କରିଛି। କଶ୍ମୀର ସମ୍ପର୍କରେ ଭାରତର ସଦ୍ୟ ନିଷ୍ପତ୍ତିକୁ ନେଇ ପାକିସ୍ତାନୀମାନେ କେତେ ବିଚଳିତ ହୋଇଯାଇଛନ୍ତି ଏହି କୁକାର୍ଯ୍ୟରୁ ତାହା ସ୍ପଷ୍ଟ ହେଉଛି। ଶିଖ୍‌ ସାମ୍ରାଜ୍ୟର ପ୍ରଥମ ଶାସକ ରଣଜିତ୍‌ ସିଂ ୧୮୩୯ରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ...

ମହାରାଷ୍ଟ୍ରରେ ଲାଗୁ ହେବନି ନାଇଟ୍ କର୍ଫ୍ୟୁ କି ଲକ୍‌ଡାଉନ

ମୁ୍‌ମ୍ବାଇ,୨୦ ।୧୨: ସାରା ଦେଶରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ସାରିଥିବା ବେଳେ ଏଥିରେ ସବୁଠାରୁ ପ୍ରଭାବିତ ହୋଇଛି ମହାରାଷ୍ଟ୍ର । ଆଜିବି...

ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍‌ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ...

କଂଗ୍ରେସର ନୂଆ ଅଧ୍ୟକ୍ଷ ପାଇଁ ୬ ମାସ ଅପେକ୍ଷା କରିବି: ଆଜାଦ

ନୂଆଦିଲ୍ଲୀ,୨୭।୮: କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଲାଗି ରହିଥିବା ବିବାଦ ଏପର୍ଯ୍ୟନ୍ତ ତୁଟି ନାହିଁ। ଅନ୍ୟପଟେ ଏହି ଅଧ୍ୟକ୍ଷ ପଦ ପାଇଁ ସୋନିଆ ଗାନ୍ଧୀଙ୍କୁ ଲେଖାଯାଇଥିବା...

ପାଖେଇ ଆସୁଛି ସମୟ: ଖୁବ୍‌ଶୀଘ୍ର ମୋଦି ସରକାରଙ୍କୁ ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିବାକୁ ପଡିବ

ନୂଆଦିଲ୍ଲୀ,୪।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରାୟ ୩ ମାସ ହେବ ସୁପ୍ରିମକୋର୍ଟ ରାୟ ଦେଇ ସାରିଛନ୍ତି। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା)ର...

ଦେଶରେ ନିର୍ମାଣ ହେବ ୧୯୯ ନୂଆ ଜେଲ୍‌: ଖର୍ଚ୍ଚ ହେବ ୧୮ ଶହ କୋଟି

ନୂଆଦିଲ୍ଲୀ,୧୮।୯ : ଦେଶରେ ୧୯୯ ନୂଆ ଜେଲ୍‌ ନିର୍ମାଣ ପାଇଁ ସରକାର ଯୋଜନା କରିଛନ୍ତି। ସ୍ଥାନର ଅଭାବ ଯୋଗୁ ବିଭିନ୍ନ ଜେଲ୍‌ରେ ଆବଶ୍ୟକତା ଅନୁସାରେ ଅଧିକ...

ବେଡ୍‌ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ

ଅନେକଙ୍କ ଅଭ୍ୟାସ ବିନା ବେଡ୍‌ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ...

ଶୁକ୍ରବାର ଭାରତ-ଚାଇନା ଆଲୋଚନା

ନୂଆଦିଲ୍ଲୀ,୮।୪: ଭାରତ ଚାଇନା ମଧ୍ୟରେ ୧୧ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହେବ। ଲଦାଖର ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ ଏବଂ ଦେପସାଙ୍ଗ୍‌ ସମତଳ...

Advertisement
Archives

Model This Week