ମହାରାଷ୍ଟ୍ରରୁ ପିକ୍‌ଅପ ଭ୍ୟାନରେ ଆସିଲେ ୧୭ ଶ୍ରମିକ

କେଗାଁ, ୧୦ା୫(ଡିଏନଏ): କରୋନା ପାଇଁ ପ୍ରବାସୀ ଶ୍ରମିକ ଘରମୁହାଁ ହୋଇଛନ୍ତି। ରବିବାର କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକକୁ ମହାରାଷ୍ଟ୍ରରୁ ୧୭ ଶ୍ରମିକ ଏକ ପିକଅପ ଭ୍ୟାନ ଯୋଗେ ଆସିଛନ୍ତି। ସେମାନେ ମୁମ୍ବାଇରୁ ଚାଲି ଚାଲି ନାଗପୁର ପର୍ଯ୍ୟନ୍ତ ଆସିବା ପରେ ପୋଲିସ ପ୍ରଶାସନ ଅନୁମତି ମାଗି ଏକ ପିକଅପ ଭଡା କରି ରାୟପୁର ଦେଇ ଖରିଆରୋଡରେ ପହଞ୍ଚତ୍ ଥିଲେ । ସେଠାରେ କାଗଜପତ୍ର ତନଖି ପରେ ସେମାନଙ୍କୁ ଓଡିଶା ସୀମାକୁ ଆସିବାକୁ ଅନୁମତି ଦିଆଯାଇଥିଲା । ପରେ ଉକ୍ତ ଶ୍ରମିକମାନେ ଗୋଲାମୁଣ୍ଡା ବ୍ଲକ କେଗାଁଠାରେ ପହଞ୍ଚତ୍ବା ପରେ ବିଡିଓ ସ୍ନିଗ୍ଧାରାଣୀ ପ୍ରଧାନଙ୍କ ଉପସ୍ଥିତିରେ କେଗାଁ ପଞ୍ଚାୟତ ଅଧିନ ସାନଚେରଗାଁ ମହାବିଦ୍ୟାଳୟ ପରିସରରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ କ୍ୱାରାଣ୍ଟାଇନରେ ରଖାଯାଇଛି। ସମସ୍ତ ଶ୍ରମିକ ଗୋଲାମୁଣ୍ଡା ବ୍ଲକର ଜାମଝରନ, ଅମଠା ଓ ବାଗବାହାଲ ଗ୍ରାମର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri