ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ

ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକ ଲକ୍‌ଡାଉନ୍‌ ଯୋଗୁ ହଇରାଣ ହେବାରେ ଲାଗିଛନ୍ତି। ମହାରାଷ୍ଟ୍ରରେ ପଶ୍ଚିମବଙ୍ଗ ଏବଂ ବିହାରର ୨୦ ଲକ୍ଷରୁ ଅଧିକ ଶ୍ରମିକ ଅଟକି ରହିଛନ୍ତି। ସେମାନେ ନିଜ ନିଜର ଘରକୁ ଫେରିବା ଲାଗି ପଞ୍ଜିକରଣ କରିଥିବା ମହାରାଷ୍ଟ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅନୀଲ ଦେଶମୁଖ ସୂଚନା ଦେଇଛନ୍ତି। ତେବେ ବିହାର ଏବଂ ପଶ୍ଚିମବଙ୍ଗ ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ ପାଇଁ ଆବଶ୍ୟକ କ୍ଲିୟରାନ୍ସ୍‌ ଜାରି କରାଯାଇ ନ ଥିବାରୁ ସମସ୍ୟା ସୃଷ୍ଟି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ...

ମେସି ଆସାମରେ ଜନ୍ମ ହୋଇଥିଲେ କହି ଟ୍ରୋଲ ହେଲେ କଂଗ୍ରେସ ଏମ୍‌ପି

ନୂଆଦିଲ୍ଲୀ,୨୦।୧୨: ୩୬ ବର୍ଷ ପରେ ଆର୍ଜେଣ୍ଟିନା ଫିଫା ବିଶ୍ୱକପ ୨୦୨୨ ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆର୍ଜେଣ୍ଟିନା ଏକ ରୋମାଞ୍ଚକର ମ୍ୟାଚରେ ଫ୍ରାନ୍ସକୁ ପରାସ୍ତ କରିଛି।...

ଶୁକ୍ରବାର ମହାରାଷ୍ଟ୍ରରେ କ୍ୟାବିନେଟ ସମ୍ପ୍ରସାରଣ! ଫଡନ୍‌ଭିସଙ୍କୁ ଭେଟିଲେ ଅଜିତ୍‌ ପାଓ୍ବାର

ମୁମ୍ବାଇ,୧୩।୭: କ୍ୟାବିନେଟ ସମ୍ପ୍ରସାରଣ ଏବଂ ନୂତନ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ପ୍ରସଙ୍ଗରେ ମହାରାଷ୍ଟ୍ରରେ ରାଜନୀତି ତୀବ୍ର ହୋଇଛି। ଏହି ସମୟରେ ଶିବସେନା ଗୁରୁବାର କହିଛି ଯେ,...

ଲିଙ୍କ୍‌ରୁ ଡାଉନ୍‌ଲୋଡ୍‌ ନ କରିବାକୁ ପରାମର୍ଶ

ଭୁବନେଶ୍ୱର,୭ା୫ (ବ୍ୟୁରୋ): କରୋନା ସଂକ୍ରମିତଙ୍କ ଟେଷ୍ଟକୁ ସରଳ କରିବା ପାଇଁ କେନ୍ଦ୍ର ସରକାର ‘ଆରୋଗ୍ୟ ସେତୁ ଆପ୍‌’ ତିଆରି କରିଛନ୍ତି। ଏହି ଆପ ଜରିଆରେ ଜଣେ...

ଷ୍ଟ୍ରେଚର ନ ମିଳିବାରୁ ପୁଅକୁ କାନ୍ଧରେ ବୋହିଲେ ବାପା

କାନପୁର,୨୮।୫: କାନପୁରର ଏକ ହସ୍ପିଟାଲରେ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। ଦେଶରେ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ କାନପୁରରେ ଏହାର...

ସନ୍ନି ଦଓ୍ବେଲଙ୍କ ଘର ନିଲାମିକୁ ନେଇ ପ୍ରତିକ୍ରିୟା ରଖିଲେ କଂଗ୍ରେସ ନେତା ଜୟରାମ ରମେଶ

ନୂଆଦିଲ୍ଲୀ,୨୧।୮: କଂଗ୍ରେସ ନେତା ଜୟରାମ ରମେଶ ଚଳଚ୍ଚିତ୍ର ଅଭିନେତା ତଥା ଭାଜପା ଏମପି ସନ୍ନି ଦଓ୍ବେଲଙ୍କ ବଙ୍ଗଳାର ଇ-ନିଲାମିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ଏହି ପ୍ରସଙ୍ଗରେ...

ଇଂରାଜୀର ଗୋଟିଏ ପାରାଗ୍ରାଫ ପଢିପାରିଲେନି ଶିକ୍ଷକ

ଲକ୍ଷ୍ନୌ,୩୦।୧୧: ଉତ୍ତର ପ୍ରଦେଶ ଶିକ୍ଷା ବ୍ୟବସ୍ଥାର ସ୍ଥିତି ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଉନ୍ନାଓ ଜିଲା ସିକନ୍ଦରପୁର ସରଉସିରେ ଥିବା ସରକାରୀ ବିଦ୍ୟାଳୟର ସ୍ଥିତିକୁ ଦେଖି...

ଗୋଆରେ ପ୍ରଥମ କରୋନା ରୋଗୀ

ପଣଜୀ,୧୮।୩: ଗୋଆରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ପ୍ରଥମ ଘଟଣା ସାମ୍ନାକୁ ଆସିଛି। ସଂକ୍ରମିତ ହୋଇଥିବା ରୋଗୀ ହେଉଛନ୍ତି ନରଓ୍ବେର ନାଗରିକ। ଫେବୃଆରୀ ୨୦ରେ ଉକ୍ତ...

Advertisement
Archives

Model This Week