ମହାରାଷ୍ଟ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବାଙ୍କୀ,୧୦।୧(ବି.ପ୍ର): ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ସୋମବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍କୀ ବ୍ଲକ ଅନ୍ତର୍ଗତ ସହଗଁା ଗୋପାଳପୁର ଗ୍ରାମର ସମୀର କୁମାର ସିଠ(୩୩)। ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଗୁରୁବାର ତାଙ୍କ ମୃତଦେହ ଆସି ଗ୍ରାମରେ ପହଞ୍ଚତ୍ଛି। ମାତ୍ର ୧୦ମାସ ପୂର୍ବେ ତାଙ୍କର ବିବାହ ହୋଇଥିଲା। ମହାରାଷ୍ଟ୍ରର ଅନ୍ୟାନ୍ୟ କମ୍ପାନୀରେ ତାଙ୍କ ବାପା ଓ ଦାଦା କାମ କରୁଛନ୍ତି। ମୃତଦେହ ଗ୍ରାମରେ ପହଞ୍ଚତ୍ବାପରେ ଶୋକର ଛାୟା ଖେଳିଯାଇଛି। ମରଶରୀରକୁ ଶୋଭାଯାତ୍ରାରେ ନିଆଯାଇ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri