ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ: ୧,୧୪୦ ପୋଲିସ ସଂକ୍ରମିତ

ମୁମ୍ବାଇ,୧୬।୫: ମହାରାଷ୍ଟ୍ରରେ ଏବେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। କରୋନା ଯୁଦ୍ଧର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବାଦ୍‌ ପିଡିନି। ଶନିବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ ୧,୧୪୦ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ୮୬୨ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨୬୮ ଜଣ ସୁସ୍ଥ ହୋଇ ସାରିଲେଣି ଓ ୧୦ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହେଲାଣି। ସୂଚନାଯୋଗ୍ୟ, ଏବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯,୧୦୦ରେ ପହଞ୍ଚିଥିବା ବେଳେ ସାରା ଦେଶରେ ଏହି ସଂଖ୍ୟା ରହିଛି ୮୫,୯୪୦। ତେବେ ମହାରାଷ୍ଟ୍ରର ସ୍ଥିତି ଉଦ୍‌ବେଗଜନକ ଥିବା ବେଳେ ଏହା ସେଠାକାର ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ପାଲଟି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ...

ଉତ୍ତରପ୍ରଦେଶରେ ପଶିଲେ ୨ ଆତଙ୍କବାଦୀ: ହାଇଆଲର୍ଟ ଜାରି

ଲକ୍ଷ୍ନୌ,୫।୧: ଆଇଏସ୍‌ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧ ଆତଙ୍କବାଦୀ ଉତ୍ତରପ୍ରଦେଶରେ ପ୍ରବେଶ କରିଛନ୍ତି। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା...

ସ୍ତ୍ରୀଙ୍କ କଥା ସହି ନ ପାରି ନିଜ କାର୍‌ରେ ନିଆଁ ଲଗାଇଦେଲେ ସ୍ବାମୀ

ଭରତପୁର,୨୨।୨: ମଧ୍ୟପ୍ରଦେଶର ଭରତପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ଗାଳି ସହି ନ ପାରି କାର୍‌ରେ ନିଆଁ ଲଗାଇଦେଇଛନ୍ତି।...

୨୫ କିଲୋମିଟର ପାଇଁ ସରକାରୀ ହେଲିକପ୍ଟର ବ୍ୟବହାର କରି ବିବାଦରେ ଚନ୍ନି

ଚଣ୍ଡିଗଡ଼,୭ ।୧୦: ଏବେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସମସ୍ତଙ୍କ ନଜରରେ ଥିବା ବେଳେ ହଠାତ୍ ବିବାଦ ମଧ୍ୟକୁ ଚାଲି ଆସିଛନ୍ତି । ଫଳ...

ବ୍ରହ୍ମପୁତ୍ରରେ ଡ୍ୟାମ୍‌ ଲାଗି ଭାରତର ଯୋଜନା

ନୂଆଦିଲ୍ଲୀ, ୨।୧୨(ପି.ଟି.): ବ୍ରହ୍ମପୁତ୍ର ନଦୀରେ ଚାଇନା ପକ୍ଷରୁ ଡ୍ୟାମ୍‌ କରାଯିବା ଲାଗି ଯୋଜନା ଚାଲିଥିବାବେଳେ ଭାରତ ପକ୍ଷରୁ ମଧ୍ୟ ଏକ ଡ୍ୟାମ୍‌ ନିର୍ମାଣ କରାଯିବ ବୋଲି...

ଲଖିମପୁର ଖେରି ମାମଲା: ପୀଡ଼ିତ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା, ଫାଷ୍ଟ ଟ୍ରାକ କୋର୍ଟରେ ଶୁଣାଣି ପାଇଁ ଯୋଗୀଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୬ ।୯: ଉତ୍ତର ପ୍ରଦେଶ ଲଖିମପୁର ଖେରିରେ ଦୁଇ ନାବାଳିକା ଭଉଣୀଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣା ଏବେ ରାଜନୈତିକ ମୋଡ ନେଇଛି ।...

ଜୁଲାଇ ୨ରେ ବହୁମତ ସାବ୍ୟସ୍ତ କରିବେ ସିନ୍ଧେ

ମୁମ୍ବାଇ,୩୦।୬: ରାଜ୍ୟପାଳ ଭଗତ ସିଂ କୋଶିୟାରୀ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କୁ ଶନିବାର ଅର୍ଥାତ ଜୁଲାଇ ୨ ତାରିଖରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ଆଫ୍ରିକୀୟ ଚିତାର ଭାରତରେ ପ୍ରଥମ ଶିକାର

ନୂଆଦିଲ୍ଲୀ,୮।୧୧: ଆଫ୍ରିକୀୟ ଦେଶ ନାମିବ୍ୟାରୁ ସେପ୍ଟେମ୍ବର ୧୭ରେ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ଅଣାଯାଇଥିବା ଚିତା ଭାରତ ମାଟିରେ ପ୍ରଥମ ଶିକାର କରିଛନ୍ତି। କ୍ୱାରାଣ୍ଟାଇନରେ ଥିବା...

Advertisement
Archives

Model This Week