Posted inଜାତୀୟ

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ପ୍ରସ୍ତୁତ ହେଉଛି ହଜାରେ ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ

ମୁମ୍ବାଇ,୨୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିବା ପରେ ଏବେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଏକ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କରାଯାଉଛି। ମୁମ୍ବାଇ, ବାଇକୁଲାଠାରେ ରିଚାର୍ଡସନ ଆଣ୍ଡ କ୍ରୁଦାସ(ଇଞ୍ଜିନିୟରିଂ କମ୍ପାନୀ) ପରିସରରେ ଏହି ହସ୍ପିଟାଲ ନିର୍ମାଣ କରାଯାଉଛି। ଏଥିରେ ୩ଶହ ଆଇସିୟୁ ବେଡ ସହ ଅକ୍ସିଜେନ୍‌ ସପ୍ଲାଇ ଓ ଅନ୍ୟ ସୁବିଧା ରହିବ ବୋଲି କୁହାଯାଇଛି। ଜୁନ୍‌ ଶେଷ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ପରିସରରେ ଡ୍ୟାନ୍ସ ଭିଡିଓ ରେକର୍ଡିଂ କଲେ ଯୁବତୀ, ଆଉ ତା’ ପରେ…

ଭୋପାଳ,୨୭ା୯: ସୋସିଆଲ ମିଡିଆରେ ପ୍ରସିଦ୍ଧ ହେବା ପାଇଁ ଲୋକେ ଅଜବ ଉପାୟ ସବୁ ଆପଣାଉଛନ୍ତି। ଏମିତି ଏକ ଘଟଣା ମଧ୍ୟପ୍ରଦେଶର ଛତରପୁରରେ ଦେଖିବାକୁ ମିଳିଛି। ଭିଡିଓରେ...

ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ହାଇଦ୍ରାବାଦ୍‌ ପୋଲିସଠାରୁ କିଛି ଶିଖିବା ଉଚିତ୍‌: ମାୟାବତୀ

ନୂଆଦିଲ୍ଲୀ, ୬।୧୨: ହାଇଦ୍ରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତ ଶୁକ୍ରବାର ଏନକାଉଣ୍ଟରେ ନିହତ ହୋଇଛନ୍ତି। ଏହି ଘଟଣାରେ ପରେ ରାଜନୈତିକ ପ୍ରତିକ୍ରିୟା...

ଓ୍ବାଶିଂଟନରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ/ନୂଆଦିଲ୍ଲୀ,୫ା୬(ପି.ଟି.)ଆମେରିକାର ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସ ବାହାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ କେତେଜଣ ଅଜଣା ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହ ସେଥିରେ ରଙ୍ଗ ସ୍ପ୍ରେ କରିଛନ୍ତି।...

୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ

ଶ୍ରୀନଗର,୨୯।୮: ୩୭୦ ଉଠିବା ପରେ ଆଜି ପ୍ରଥମଥର ଜମ୍ମୁ-କଶ୍ମୀର ଯିବେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌। ଶ୍ରୀନଗରରେ ସୁରକ୍ଷା ପରିସ୍ଥିତି ଏବଂ କଶ୍ମୀର ଘାଟିରେ ସ୍ଥିତି...

ଆଲିଗଡରେ ଛାତ ଭୁଷୁଡି ଜଣେ ମୃତ, ୩ ଆହତ

ଆଲିଗଡ,୧୫ ।୧୦: ଉତ୍ତର ପ୍ରଦେଶର ଆଲିଗଡ଼ରେ ଶନିବାର ସକାଳେ ଏକ ଛାତ ଭୁଷୁଡି ଯିବାରୁ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଆହତ ହୋଇଥିବା...

ପାଶୱାନଙ୍କ କାର୍ଯ୍ୟ ସମ୍ଭାଳିବେ ଗୋୟଲ

ନୂଆଦିଲ୍ଲୀ,୯ ।୧୦: ଗୁରୁବାର ବିଳମ୍ବିତ ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶୱାନଙ୍କ ମୃତ୍ୟୁ ହୋଇଯାଇଛି । ତେବେ ସେ ଯେଉଁ ଦାୟିତ୍ୱରେ ଥିଲେ ଏବେ ସେହି ଦାୟିତ୍ୱ...

ଚଳନ୍ତା ବସ୍‌ରେ ଲାଗିଲା ନିଆଁ, ୫ ଜୀବନ୍ତ ଦଗ୍ଧ

ଚିତ୍ରଦୁର୍ଗ,୧୨।୮: କର୍ନାଟକର ଚିତ୍ରାଦୁର୍ଗ ଜିଲାର ବିଜୟପୁରରୁ ବାଙ୍ଗାଲୋର ଯାଉଥିବା ଏକ ବସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅତି କମରେ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ...

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୧ ନୂଆରୋଗୀ, ସଂକ୍ରମିତଙ୍କ ସଂଖ୍ୟା ୨,୪୫୫

ମୁମ୍ବାଇ,୧୪।୪: ଚିନ୍ତା ବଢାଉଛି କରୋନା ଭାଇରସ। ମହାରାଷ୍ଟ୍ରରେ ଏହା ବେଳକୁ ବେଳ ବଢିବାରେ ଲାଗିଥିବାରୁ ଉଦ୍ଧବ ଠାକରେ ସରକାରଙ୍କ ନିଦ ହଜାଇ ସାରିଲାଣି ଏହି କରୋନା।...

Advertisement
Archives

Model This Week