ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୨୧ ନୂଆରୋଗୀ, ସଂକ୍ରମିତଙ୍କ ସଂଖ୍ୟା ୨,୪୫୫

ମୁମ୍ବାଇ,୧୪।୪: ଚିନ୍ତା ବଢାଉଛି କରୋନା ଭାଇରସ। ମହାରାଷ୍ଟ୍ରରେ ଏହା ବେଳକୁ ବେଳ ବଢିବାରେ ଲାଗିଥିବାରୁ ଉଦ୍ଧବ ଠାକରେ ସରକାରଙ୍କ ନିଦ ହଜାଇ ସାରିଲାଣି ଏହି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୨୧ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୨,୪୫୫ରେ ପହଞ୍ଚିଥିବା କହିଛି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଅନ୍ୟପଟେ ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖା ୧୦ ହଜାର ଅତିକ୍ରମ କରିଥିବାରୁ ଏଥିରେ ଲଗାମ ଲଗାଇବାକୁ ଯେମିତି ସମସ୍ତେ ଚେଷ୍ଟା ଜାରି ରଖିଛନ୍ତି। ମଙ୍ଗଳବାର ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରାଯାଇଥିବା ବେଳେ ଦେଶ ଯେ ସଙ୍କଟ ପରିସ୍ଥିତି ଦେଇ ଗତି କରୁଛି ତାହା ସହଜରେ ଅନୁମାନ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶଙ୍କ ସମର୍ଥନରେ ପୋଷ୍ଟର ଜାରି କଲା ସମାଜବାଦୀ ପାର୍ଟି

ପାଟନା, ୧୦ ।୯: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ବିରୋଧୀଙ୍କୁ ଏକଜୁଟ କରିବାର ଅଭିଯାନ ତା’ର ଲକ୍ଷ୍ୟରେ ପହଞ୍ଚିବା ନଜର ଆସୁଛି । ସୂଚନାଯୋଗ୍ୟ, ଉତ୍ତର...

୬ ଦିନ ଶଟ୍‌ଡାଉନ୍‌ ଛତ୍ରପୁର ଏନ୍‌ଏସି

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ କରୋନା ପଜିଟିଭ୍‌ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିକି ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଜଣାପଡ଼ିଛି। ଏନେଇ ପ୍ରଶାସନର ଚିନ୍ତାବଢ଼ିଛି।...

ପାକିସ୍ତାନ କୁଳଭୂଷଣଙ୍କୁ ତୁରନ୍ତ ମୁକ୍ତ କରୁ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୭: ଭାରତର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ପାକିସ୍ତାନରେ ବନ୍ଦୀ ଥିବା କୁଳଭୂଷଣ ଯାଦବଙ୍କୁ ନେଇ ଇଣ୍ଟରନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ (ଆଇସିଜେ) ଦେଇଥିବା ରାୟ...

୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା...

ଆୟୋଜିତ ହେଲା ଇମ୍ରାନଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରା

ରାୟପୁର,୨୯।୮: ଛତିଶଗଡ଼ ରାୟପୁରରେ କେତେକ ଦଳ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରାର ଆୟୋଜନ କରିଥିଲେ। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଥିବା ଅନୁଚ୍ଛେଦ ୩୭୦କୁ ନେଇ...

ୟୁପିଏସ୍‌ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ

ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍‌ ଯୋଗୁ ୟୁପିଏସ୍‌ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ...

ସିସୋଡିଆଙ୍କୁ ଭାରତ ରତ୍ନ ଦିଆଯିବା ଉଚିତ: କେଜ୍ରିଓ୍ବାଲ୍‌

ଅହମ୍ମଦାବାଦ୍‌,୨୨।୮: ଦିଲ୍ଲ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ଗୁଜରାଟରେ ନିର୍ବାଚନ ପ୍ରଚାର କରିଛନ୍ତି। ସେ ରାଜ୍ୟରେ ଉନ୍ନତ ତଥା ମାଗଣା ଶିକ୍ଷା ଏବଂ ଉନ୍ନତ ସ୍ବାସ୍ଥ୍ୟ...

ସଙ୍ଗମରେ ବୁଡ ପକାଇଲେ ପିୟଙ୍କା

ନୂଆଦିଲ୍ଲୀ,୧୧ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଉତ୍ତର ପ୍ରଦେଶର ପ୍ରୟାଗରାଜ ଗସ୍ତ କରିଛନ୍ତି । ମୌନି ଅମାବାସ୍ୟା ଅବସରରେ ସେ ସଙ୍ଗମରେ...

Advertisement
Archives

Model This Week