ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା :ଭାଜପା ୧୪୪, ଶିବସେନା ୧୨୬

ନୂଆଦିଲ୍ଲୀ,୨୭।୯:ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ଓ ଶିବସେନା ଏକାଠି ମିଶି ନିର୍ବାଚନ ଲଢୁଥିବାବେଳେ ଗୁରୁବାର ଏମାନଙ୍କ ମଧ୍ୟରେ ଆସନ ଭାଗବଣ୍ଟା ଛିଡ଼ିଛି। ମୋଟ ୨୮୮ ଆସନ ମଧ୍ୟରୁ ଭାଜପା ୧୪୪ ଓ ଶିବସେନା ୧୨୬ ଆସନରେ ସେମାନଙ୍କ ପ୍ରାର୍ଥୀ ଦେବା ଲାଗି ନିଷ୍ପତ୍ତି ହୋଇଛି। ଛୋଟ ଛୋଟ ଦଳଗୁଡ଼ିକ ଲାଗି ୧୮ ଆସନ ଛଡ଼ାଯାଇଛି। ଉପମୁଖ୍ୟମନ୍ତ୍ରୀ ପଦ ଶିବସେନାକୁ ମିଳିବ ବୋଲି ଜଣାପଡ଼ିଛି। ପ୍ରକାଶଥାଉ କି, ଅକ୍ଟୋବର ୨୧ରେ ମହାରାଷ୍ଟ୍ର ବିଧାନସଭା ଲାଗି ଭୋଟ ହେବାକୁ ଥିବାବେଳେ ୨୪ରେ ଫଳାଫଳ ପ୍ରକାଶ ପାଇବ।
ମୁମ୍ବାଇସ୍ଥିତି ଦଳୀୟ ମୁଖ୍ୟାଳୟରେ ଗୁରୁବାର ପୂର୍ବାହ୍ନରେ ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏନେଇ ବୈଠକ ବସିଥିଲା। ଏଥିରେ ଭାଜପା କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ନୀତୀନ ଗଡକରୀ, ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ସହ ଦଳର କୋର୍‌ କମିଟି ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଘୋଷଣା କରି ପୋଷ୍ଟମର୍ଟମ ପାଇଁ ପଠାଇଲେ ଡାକ୍ତର

ସାଗର,୨୨।୬: ମଧ୍ୟପ୍ରଦେଶର ସାଗର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଡାକ୍ତରଙ୍କର ଏକ ଖାମଖିଆଲି ମନୋଭାବ ଦେଖିବାକୁ ମିଳିଛି। ଜଣେ ଜୀବିତ ବୃଦ୍ଧଙ୍କୁ ଡାକ୍ତର...

ବିହାରକୁୁ ସମ୍ଭାଳିବାରେ ନୀତିଶ ଅକ୍ଷମ: ତେଜସ୍ବୀ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ...

ଅଣ୍ଡରଓ୍ବାଲର୍‌ଡ ସହ ନବାବ ମଲିକଙ୍କ ରହିଛି ସମ୍ପର୍କ: ଫଡନଭୀସ

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ନବାବ ମଲିକ ଏବେ ଚର୍ଚ୍ଚାରେ ଅଛନ୍ତିି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ବିରୋଧରେ ଅତ୍ୟନ୍ତ...

ଗ୍ରେଟାଙ୍କ ବିରୋଧରେ ମାମଲା ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୨: ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ବିଦେଶୀ ସେଲିବ୍ରିଟିଙ୍କ ଟ୍ବିଟ ବର୍ତ୍ତମାନ ଅନ୍ତର୍ଜାତୀୟସ୍ତରରେ ଆଲୋଚନାର ବିଷୟ ହୋଇଛି। ଆମେରିକାର ପପ୍‌ ଷ୍ଟାର ରିହାନା, ପରିବେଶ କର୍ମୀ...

ଲେହରେ ଭାରତୀୟ ଯୁଦ୍ଧବିମାନ

ନୂଆଦିଲ୍ଲୀ,୨୦ା୬: ଗଲ୍‌ଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପୂର୍ବ ଲଦାଖ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ବାୟୁସେନା...

ବଦ୍ରିନାଥରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ବସ୍‌ ଉପରେ ଖସିଲା ପଥର ଖଣ୍ଡ

ଚାମୋଲି,୬।୮: ଉତ୍ତରାଖଣ୍ଡ ଚାମୋଲି ଜିଲାର ଲାମ୍ବାଗଡ଼ରେ ମଙ୍ଗଳବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ପାହାଡ଼ରୁ ବଡ଼ ବଡ଼ ପଥର ଖଣ୍ଡମାନ ଖସି ରାସ୍ତାରେ ପଡ଼ିଥିଲା। ସେହି...

ବାଲ୍ୟ ବିବାହ ମାମଲା କର୍ନାଟକରେ ସର୍ବାଧିକ

ନୂଆଦିଲ୍ଲୀ,୧୯।୯: ଗତବର୍ଷ ଅପେକ୍ଷା ଦେଶରେ ଖୁବ୍‌ ବୃଦ୍ଧି ପାଇଛି ବାଲ୍ୟ ବିବାହ ମାମଲା। ଏହା ଦର୍ଶାଇଛି ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ର ୨୦୨୦ ରିପୋର୍ଟ। ବାଲ୍ୟ...

ଅଗ୍ନିପଥ ଯୋଜନା, ପ୍ରଦର୍ଶନକାରୀ ଯୁବବର୍ଗଙ୍କୁ ସମର୍ଥନ ଦେବ ଚାଷୀ ସଂଗଠନ…

ନୂଆଦିଲ୍ଲୀ, ୨୧।୬ : ଭାରତୀୟ ସେନାରେ ନୂତନ ନିଯୁକ୍ତି ଯୋଜନା ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ଚାଲିଛି। କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ...

Advertisement
Archives

Model This Week