ମହାରାଷ୍ଟ୍ରରେ ବେଲଗାମ ହେଉଛି କରୋନା: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ାଇ ଦେଇଛି। ଶୁକ୍ରବାର ମହାରାଷ୍ଟ୍ରରେ ୩୪୯୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିରେ ୧୨୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ସୂଚନା ମୁତାବକ ନୂଆ ଚିହ୍ନଟଙ୍କୁ ମିଶାଇ ମହାରାଷ୍ଟ୍ରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧,୦୧,୧୪୧ ପହଞ୍ଚିଛି। ସେଥିମଧ୍ୟରୁ ୪୭,୭୯୩ ଜଣ ସୁସ୍ଥ ଓ ୩୭୧୭ ଲୋକଙ୍କ ମୃତ୍ୟୁ ଘଟିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଭିମୁଖ୍ୟ ସ୍ପଷ୍ଟ କରୁ କେନ୍ଦ୍ର

ନୂଆଦିଲ୍ଲୀ, ୨୭ା୭: ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ରାଜନୈତିକ ଦଳଗୁଡ଼ିକ ମାଗଣାରେ ବିଭିନ୍ନ ସାମଗ୍ରୀ ବଣ୍ଟନ ଓ ଅନ୍ୟାନ୍ୟ ସୁବିଧା ପ୍ରଦାନ ପ୍ରତିଶ୍ରୁତି ଦେବା ଏକ...

ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଇନସିଦ୍ଧ ନୁହେଁ: କଂଗ୍ରେସ

ଭୁବନେଶ୍ୱର, ୨୬ା୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ଆଦାୟ କରାଯାଉଥିବା ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଆଇନସିଦ୍ଧ ନୁହେଁ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ ରାୟ ଦେଇଛନ୍ତି।...

ସଂସ୍କୃତ ସହର ହେବ ବାରାଣସୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ ବାରାଣସୀ ‘ସଂସ୍କୃତ ସହର’ ଭାବେ ପରିଚିତ ହେବ। ଏ ନେଇ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବାରାଣସୀରେ ୧୧୦ରୁ...

କର୍ନାଟକ ମେଡିକାଲ ଦୁର୍ନୀତି: ୧୦୯ କୋଟିର ଅଘୋଷିତ ଆୟ

ବେଙ୍ଗାଲୁରୁ, ୧୩ା୧୦: କର୍ନାଟକରେ ଆୟକର ବିଭାଗର ଚଢ଼ାଉ ପରେ ୧୦୯ କୋଟି ଟଙ୍କାର ଅଘୋଷିତ ଆୟ ଧରାପଡ଼ିଛି। କଂଗ୍ରେସର ବରିଷ୍ଠ ନେତା ଜି. ପରମେଶ୍ୱର ଓ...

ଭାଜପାକୁ ସୁବ୍ରମଣ୍ୟମ ସ୍ବାମୀଙ୍କ ମହଲତ

ନୂଆଦିଲ୍ଲୀ,୧୦ା୯: ଭାଜପାର ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ମହଲତ ଦେଇଛନ୍ତି। ଭାଜପାର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ସେଲ ମୁଖ୍ୟ ଅମିତ...

ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ

ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍‌ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର...

ପ୍ରେମ ପାଇଁ ମାଓବାଦୀ ଛାଡ଼ିଲେ ଲାଲ୍‌ କୋରିଡୋର

ଦନ୍ତେ ଓ୍ବାଡ଼ା,୧୫।୨: ପ୍ରେମ ଓ ଭଲ ପାଇବା ଆଗରେ ହାର ମାନିଛି ହିଂସା। କେବଳ ପ୍ରେମ ଲାଗି ମାଓବାଦୀଙ୍କ ହାତରୁ ଖସି ପଡ଼ିଛି ବନ୍ଧୁକ। ପୁଣି...

ଏନ୍‌ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ...

Advertisement
Archives

Model This Week