ମହାରାଷ୍ଟ୍ରରେ ଭାଜପାକୁ ମିଳିବ ବହୁମତ: ଅମିତ ଶାହ

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଆଉ ୩ ଦିନ ପରେ ହେବ। ଏଠାରେ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ହୋଇଛି। ୨୮୮ ବିଧାନସଭା ଆସନ ମଧ୍ୟରୁ ୧୬୪ରେ ଭାଜପା ପ୍ରାର୍ଥୀ ଦେଇଥିବାବେଳେ ୧୨୪ ଆସନରେ ଶିବସେନା ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏକ ସାକ୍ଷାତ୍‌କାରରେ ଶିବସେନାକୁ ନୂଆ ସଙ୍କେତ ଦେଇଛନ୍ତି। ସେ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ବହୁମତ ହାସଲ କରିବ। ତେବେ ଭାଜପା ୧୬୪ ଆସନରେ ନିର୍ବାଚନ ଲଢୁଥିବାବେଳେ ଏହା କିପରି ସମ୍ଭବ ହେବ ତାହା ପ୍ରଶ୍ନ କରାଯାଇଥିଲା। ଏହା ସମ୍ଭବ ହୋଇ ପାରିବ ବୋଲି ସେ ଉତ୍ତର ଦେଇଥିଲେ। ନିର୍ବାଚନ ପୂର୍ବରୁ ଶାହଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri