Posted inଜାତୀୟ

ମହାରାଷ୍ଟ୍ରରେ ଭୂକମ୍ପ: ଲୋକେ ଆତଙ୍କିତ

ମୁମ୍ବାଇ,୨୦।୭: ମହାରାଷ୍ଟ୍ର ପାଲଘରରେ ଶନିବାର ପୂର୍ବାହ୍ନ ୯ଟା ୧୭ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଚଳିତ ବର୍ଷ ଏଠାରେ ବାରମ୍ବାର ଭୂକମ୍ପ ହେଉଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ରହିଥିବା କୁହାଯାଉଛି। ଗତ ଫେବୃୟାରୀରେ ଏଠାରେ ଗୋଟିଏ ଦିନରେ ୩ ଥର ଭୂକମ୍ପ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri