ମହାରାଷ୍ଟ୍ରରେ ମିଳିତ ଭାବେ ଲଢିବେ ଭାଜପା-ଶିବସେନା

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ଭାଜପା-ଶିବସେନା ମିଳିତ ଭାବେ ନିର୍ବାଚନ ଲଢିବା କଥା ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଏହା ଘୋଷଣା କରିଛନ୍ତି। ଏଠାରେ ଭାଜପା ବଡ ଭାଇ ଓ ଶିବସେନା ଛୋଟ ଭାଇ ଭଳି ମିଳିତ ଭାବେ ନିର୍ବାଚନ ଲଢିବେ ବୋଲି କେହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟଙ୍କ ଉପରେ ବର୍ଷିଲେ ଗେହଲଟ

ନୂଆଦିଲ୍ଲୀ,୨୦।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣିଥରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ଗେହଲଟ କହିଛନ୍ତି ପାଇଟଲ କଂଗ୍ରେସ ପିଠିରେ ଛୁରି...

ବିଧାୟକ ଦଳଙ୍କ ବୈଠକରେ ପହଞ୍ଚିଲେ ଶାହା

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ସରକାର ଗଠନ ପ୍ରକ୍ରିୟା ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୁରୁବାର ୟୁପି ଲୋକ ଭବନରେ ବିଧାୟକ ଦଳଙ୍କ...

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ହାତ ଛାଡ଼ି ଧରିଲେ ପଦ୍ମ

ମୁମ୍ବାଇ,୭।୭: ଦେଶର ରାଜନୈତିକ ଦଳରେ ବର୍ତ୍ତମାନ ଅଦଳବଦଳ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ମହାରାଷ୍ଟ୍ରର ଉତ୍ତର ଭାରତୀୟର ପ୍ରମୁଖ ନେତା ତଥା କଂଗ୍ରେସ ସରକାରରେ...

ଭାରତ-ଚାଇନା ମଧ୍ୟରେ ଦୀର୍ଘ ୧୬ ଘଣ୍ଟାର କମାଣ୍ଡର ସ୍ତରୀୟ ବୈଠକ: ବିବାଦୀୟ ଅଞ୍ଚଳରୁ ସେନା ହଟାଇବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୨୧ ।୨: ପୂର୍ବ ଲଦ୍ଦାଖର ପୋଙ୍ଗୟାଙ୍ଗ ହ୍ରଦ ପରେ ଅନ୍ୟ ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରୁ ସେନାଙ୍କୁ ଫେରାଇ ନେବା ଲାଗି ଭାରତ-ଚାଇନା ମଧ୍ୟରେ କମାଣ୍ଡର ସ୍ତରୀୟ ବୈଠକ...

କରୋନା ଟିକା ନ ନେଇଥିଲେ ଜାନୁୟାରୀ ୧ରୁ ଏସବୁ ମନା

ଚଣ୍ଡିଗଡ,୨୨।୧୨: ହରିୟାଣାରେ କରୋନା ଟିକା ନେଇ ନ ଥିବା ଲୋକଙ୍କ ଉପରେ ଜାନୁଆରୀ ୧ରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ...

ଦିନ ୨ଟା ୨୦ରେ ଶପଥ ନେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ, ଉପସ୍ଥିତ ରହିବେ ଶାହା, ଶିବରାଜ

ଗାନ୍ଧିନଗର,୧୩ ।୯: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ବଛା ଯାଇଥିବା ଭୁପେନ୍ଦ୍ର ପଟେଲ ସୋମବାର ଦିନ ୨ଟା ୨୦ରେ ଶପଥ ନେବେ ବୋଲି ଜଣାପଡିଛି । ଏହାର...

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି।...

କରୋନା ଭାଇରସ: ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୩୧

ନୂଆଦିଲ୍ଲୀ,୬।୩: କରୋନା ଭାଇରସ ଏବେ ଦେଶରେ କୋକୁଆ ଭୟ ସୃଷ୍ଟି କରିଛି। ଦିଲ୍ଲୀରେ ଶୁକ୍ରବାର ଆଉ ଜଣେ ପଜିଟିଭ ମିଳିବା ପରେ ଏବେ ଭାରତରେ କରୋନା...

Advertisement
Archives

Model This Week