Posted inଜାତୀୟ

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିଲେ। ତେବେ ଶିବସେନା ବିଧାୟକଙ୍କ ସମର୍ଥନ ପାଇଁ ସମୟ ମାଗିଥିଲେ। ମାତ୍ର ଏହାକୁ ରାଜ୍ୟପାଳ ମନା କରିଥିଲେ। ଏହାପରେ ଏନ୍‌ସିପିକୁ ସରକାର ଗଠନ ଲାଗି ରାଜ୍ୟପାଳ ଆମନ୍ତ୍ରଣ କରିଥିଲେ। ରାଜ୍ୟର ୪ ପ୍ରମୁଖ ରାଜନୈତିକ ଦଳଙ୍କ ପାଖରେ ସରକାର ଗଠନ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ୧୪୫ ନାହିଁ। ତେଣୁ ମେଣ୍ଟ ସରକାର ଗଠନ ହିଁ ଏକ ମାତ୍ର ବାଟ। ତେବେ ଭାଜପା-ଶିବସେନା ମଧ୍ୟରେ ଫାଟ ସୃଷ୍ଟି ହୋଇଥିବାରୁ ରାଜ୍ୟରେ ସଙ୍କଟ ବଢ଼ି ଚାଲିଛି। ଶିବସେନା ଏନ୍‌ସିପି ଏବଂ କଂଗ୍ରେସ ସହଯୋଗରେ ସରକାର ଗଠନ କରିବାକୁ ଉଦ୍ୟମ କରୁଥିବାବେଳେ କେତେକ ସମସ୍ୟା ଯୋଗୁ ଏହା ମଧ୍ୟ ସମ୍ଭବ ହୋଇପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri