Posted inଜାତୀୟ

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ପାଇଁ ଷଡଯନ୍ତ୍ର କରୁଛି ଭାଜପା: ଶିବସେନା

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ଏବେ ସବୁଠି ଚର୍ଚ୍ଚା। କୌଣସି ଦଳ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ବେଳେ କିଛି ଦଳ ମେଣ୍ଟରେ ହିଁ ସରକାର ଗଠନ କରାଯିବ। ପ୍ରଥମେ ଭାଜପା ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇ ସରକାର ଗଠନ ହେବାକୁ ଧାର୍ଯ୍ୟ ହୋଇଥିବା ବେଳେ ବାଡ ସାଜିଲା ୫୦-୫୦ ଫର୍ମୁଲା। ତେଣୁ ଭାଜପା ଶେଷରେ ସରକାର ଗଠନ କରିବାକୁ ମନା କରିଦେଲା। ଏବେ କିନ୍ତୁ ଶିବସେନା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବାର ଜିଦ୍‌ରେ ଏନ୍‌ସିପି ଓ କଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିବ ବୋଲି କୁହାଯାଉଛି। ଆଉ ଭାଜପା ଓ୍ବେଟ୍‌ ଆଣ୍ଡ ଓ୍ବାଚ ସ୍ଥିତିରେ ରହିଛି। କିନ୍ତୁ ଏହାକୁ ନେଇ ଶିବସେନା ପୁଣି ଭାଜପା ଉପରେ ବର୍ଷିଛି। ଭାଜପା ସରକାର ଗଠନ କରିବାକୁ ମନା କରିବା ପରେ ରାଜ୍ୟପାଳ ଏବେ ଦ୍ୱିତୀୟ ବହୁମତ ଦଳ ଭାବେ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି। କିନ୍ତୁ ଏବେ ଶିବସେନା ଅଭିଯୋଗ କରିଛି କି ଭାଜପାକୁ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ୭୨ ଘଣ୍ଟା ସମୟ ମିଳିଥିବା ବେଳେ ତାକୁ କମ୍‌ ସମୟ ମିଳିଛି। ଯଦି ତାକୁ ଅଧିକ ସମୟ ମିଳି ଥାଆନ୍ତା ତେବେ ଭଲ ହୋଇ ଥାଆନ୍ତା। ଶିବସେନା ନେତା ସଞ୍ଜୟ ରଉତ କହିଛନ୍ତି ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଏହା ଭାଜପାର ଷଡଯନ୍ତ୍ର।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri