Posted inଜାତୀୟ

ମହାରାଷ୍ଟ୍ରରେ ରାସାୟନିକ କାରଖାନାରେ ବିସ୍ଫୋରଣ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଧୁଲେ ଜିଲାରେ ଥିବା ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ଘଟିଛି। ସ୍ଥାନୀୟ ଶିରପୁରଠାରେ ଥିବା ଏହି କାରଖାନାରେ ପୂର୍ବାହ୍ନ ୯ଟା ୧୫ରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା। ଏଥିରେ ୧୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୫୮ ଜଣ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାରେ କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃୃତାହତଙ୍କ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଦମକଳ ବାହିନୀଙ୍କୁ ସ୍ଥାନୀୟ ଲୋକେ ଏବଂ କାରଖାନାର କର୍ମଚାରୀ ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାରୁ ଲାକ୍ଷାଦ୍ୱୀପରେ ପହଞ୍ଚିଲା ସନ୍ଦିଗ୍ଧ ବୋଟ୍‌: ଗୋଇନ୍ଦା ବିଭାଗ ସୂଚନା ଆଧାରରେ କେରଳରେ ହାଇଆର୍ଲଟ

ଥିରୁବନନ୍ତପୁରମ୍‌,୨୬।୫: ଶ୍ରୀଲଙ୍କାରୁ ଏକ ସନ୍ଦିଗ୍ଧ ବୋଟ୍‌ ଲାକ୍ଷାଦ୍ୱୀପରେ ଆସି ପହଞ୍ଚିଛି। ଏଥିରେ ୧୫ ଜଣ ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା...

ଦରମା ନେଉ ନାହାନ୍ତି ସିଦ୍ଧୁ

ଚଣ୍ଡିଗଡ଼,୧୩।୧୨: ଭାରତୀୟ ଦଳର ପୂର୍ବତନ କ୍ରିକେଟର ତଥା ଅମ୍ରିତସର ପୂର୍ବ ବିଧାନସଭା ଆସନରୁ ବିଧାୟକ ଥିବା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ପଞ୍ଜାବ ସରକାରଙ୍କ...

ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା

ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ...

କ୍ୱାରାଣ୍ଟାଇନ୍‌ ପାଇଁ ମୋ ଘରକୁ ବ୍ୟବହାର କରିପାରିବେ ସରକାର: ତେଜସ୍ବୀ

ପାଟନା,୨୩।୩: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ନିଜ ନିଜ ପକ୍ଷରୁ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ସରକାରଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି...

ଫେବୃୟାରୀ ୧ରେ କେନ୍ଦ୍ର ବଜେଟ: ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ

ନୂଆଦିଲ୍ଲୀ,୧୪ା୧୨ (ଆଇଏଏନ୍‌ଏସ୍‌): ୨୦୨୦-୨୧ ଆର୍ଥକ ବର୍ଷ ଲାଗି ଫେବୃୟାରୀ ୧ରେ କେନ୍ଦ୍ର ବଜେଟ ଉପସ୍ଥାପନ ହେବ। ସେହିଭଳି ଅର୍ଥନୈତିକ ସର୍ଭେ ରିପୋର୍ଟ ଜାନୁୟାରୀ ୩୧ରେ ଆଗତ...

ଆର୍ଥିକ ପ୍ୟାକେଜ ସମ୍ପର୍କରେ ଯାହା କୁହନ୍ତି …

-ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାକେଜ ବ୍ୟବସାୟ ବିଶେଷ କରି ଏମ୍‌ଏସ୍‌ଏମ୍‌ଇ ସେକ୍ଟର ସମ୍ମୁଖୀନ ହୋଇଥିବା ସମସ୍ୟା...

ରବିବାର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାରଠାରୁ ଆରମ୍ଭ ହେବ। ଅଲ୍‌ ଇଣ୍ଡିଆ ରେଡିଓରେ ପ୍ରସାରିତ ଏହି...

ବିମାନ କମ୍ପାନୀ ପ୍ରୀତି ଛାଡ଼ି ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦିଅ

ନୂଆଦିଲ୍ଲୀ,୨୬ା୫(ବ୍ୟୁରୋ): ଏୟାର ଇଣ୍ଡିଆ ବିମାନର ଉଡ଼ାଣ ସମୟରେ ୩ଟିକିଆ ସିଟ୍‌ର ମଝି ସିଟ୍‌ରେ ବସି ଯାତ୍ରୀମାନେ ଯାଇପାରିବେ। ଏହି ଅନୁମତି କେବଳ ଆସନ୍ତା ୧୦ଦିନ ପାଇଁ...

Coronavirus Update

Archives

Model This Week

Why Dharitri