Posted inଜାତୀୟ

ମହାରାଷ୍ଟ୍ରରେ ଲାଗିଲା ପୋଷ୍ଟର: ପାକିସ୍ତାନୀ, ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଦେଲେ ମିଳିବ ୫ହଜାର ଟଙ୍କା

ମୁମ୍ବାଇ,୨୮।୨: ମହାରାଷ୍ଟ୍ରରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌)ଅବୈଧ ପାକିସ୍ତାନୀ ଓ ବାଲାଂଦେଶୀଙ୍କ ବିରୋଧରେ ଏକ ମୋର୍ଚ୍ଚା ବାହାର କରିଛି। ଏମ୍‌ଏନ୍‌ଏସ୍‌ ପୁରା ମହାରାଷ୍ଟ୍ରରେ ଏକ ପୋଷ୍ଟର ଲାଗାଇଥିବା ଦେଖିବାକୁ ମିଳିଛି। ଯେଉଁଥିରେ ଲେଖାହୋଇଛି ପାକିସ୍ତାନୀ ଓ ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଯିଏ ଦେବ ଉକ୍ତ ବ୍ୟକ୍ତିଙ୍କୁ ୫ହଜାର ଟଙ୍କା ପୁରସ୍କାର ରାଶି ଦିଆଯିବ। ତେବେ ଏହି ସବୁ ପୋଷ୍ଟର ଔରାଙ୍ଗାବାଦରେ ଲଗାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ...

ବନ୍ୟା ପରେ ଏବେ ଚିନ୍ତାରେ ପକାଇଛି ଡେଙ୍ଗୁ

ପାଟନା,୬।୧୦: ବିହାରରେ ଚଳିତ ବର୍ଷ ବନ୍ୟାରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେବା ସହ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତେବେ...

ହୋମ୍‌ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର...

ଉତ୍ତର-ପୂର୍ବରେ ଭାଜପା ସୂର୍ଯ୍ୟୋଦୟ

କୋଲକାତା/ଅଗରତାଲା, ୩ା୩(ପି.ଟି.):ଯେଉଁ ବ୍ୟକ୍ତି ଅନେକ ମେଣ୍ଟକୁ ଏକାଠି ଯୋଡ଼ିଥିଲେ ସିଏ ଆଜି ଉତ୍ତର-ପୂର୍ବାଞ୍ଚଳରେ ଭାଜପାର ସୂର୍ଯ୍ୟୋଦୟ ପାଇଁ ସମାନ ଗୋଟି ଚଳାଇଛନ୍ତି। ନର୍ଥ-ଇଷ୍ଟ୍‌ରେ ଭାଜପାର ପୋଷ୍ଟର...

ପଶ୍ଚିମବଙ୍ଗ ନିର୍ବାଚନୀ ହିଂସା: ମମତା ସରକାରଙ୍କଠାରୁ ରିପୋର୍ଟ ତଲବ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

କୋଲକାତା,୮।୭ : ଶନିବାର ପଶ୍ଚିମବଙ୍ଗରେ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ହୋଇଥିଲା। ଏହି ନିର୍ବାଚନ ସମ୍ପର୍କରେ ବହୁ ଅଞ୍ଚଳରେ ହିଂସା ଓ ସଂଘର୍ଷ...

ମନେପଡନ୍ତି ମିସାଇଲ ମ୍ୟାନ

ନୂଆଦିଲ୍ଲୀ,୨୭।୭: ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୬ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା।...

ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଆତଙ୍କବାଦୀଙ୍କ ‘ମୁନ୍‌ ମିଶନ୍‌’

ଶ୍ରୀନଗର,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଡେଇଁ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ‘ମୁନ୍‌ ମିଶନ୍‌’ ଯୋଜନା ପ୍ରସ୍ତୁତ କରିଛନ୍ତି। ଅନ୍ୟଦିନ ତୁଳନାରେ ପୂର୍ଣ୍ଣିମା ରାତିରେ ଆତଙ୍କବାଦୀମାନେ ଭାରତରେ...

ଫଡ୍‌ନବିସଙ୍କୁ ଗୃହ, ଅର୍ଥ

ମୁମ୍ବାଇ,୧୫।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ତାଙ୍କ ମନ୍ତ୍ରିମଣ୍ଡଳରେ ବିଭାଗ ବଣ୍ଟନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କୁ ଗୃହ, ଅର୍ଥ ଏବଂ ଯୋଜନା ବିଭାଗ...

Advertisement
Archives

Model This Week