Posted inଜାତୀୟ

ମହାରାଷ୍ଟ୍ରରେ ସରକାର ଗଠନ: ଭାଜପା କହିଲା, ‘ଜୟ ଶ୍ରୀରାମ, କାମ ସରିଗଲା’

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଯଦିଓ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି ଏବେ ମଧ୍ୟ ଭାଜପା, ଶିବସେନା, କଂଗ୍ରେସ ଓ ଏନସିପି ଦଳ ପକ୍ଷରୁ ସରକାର ଗଢିବା ପାଇଁ କସରତ ଚାଲିଛି। ସରକାର ଗଠନ ପାଇଁ ଶେଷରେ ଶିବସେନା, କଂଗ୍ରେସ ଓ ଏନସିପି ମଧ୍ୟରେ ଗୁରୁବାର ବୈଠକ ଶେଷ ହେବା ପରେ ଭାଜପା ପକ୍ଷରୁ ମଧ୍ୟ ଏକ ବୈଠକ ଡକାଯାଇଥିଲା। ବୈଠକ ଶେଷରେ ଭାଜପା ନେତା ଆଶିଷ ଶେଲାର ଉପସ୍ଥିତ ଗଣମାଧ୍ୟମକୁ କେବଳ ଏତିକି କହିଥିଲେ ଜୟ ଶ୍ରୀରାମ, କାମ ସରିଗଲା’। ଏହି ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡନବୀସଙ୍କ ସହ ଚନ୍ଦ୍ରକାନ୍ତ ପାଟିଲ, ପଙ୍କଜା ମୁଣ୍ଡେ ଗୁରିଶ ମହାଜନ ସମେତ ଅନେକ ବରିଷ୍ଠ ଭାଜପା ନେତା ସାମିଲ ଥିଲେ। ସୂଚନାଯୋଗ୍ୟ, ମହାରାଷ୍ଟ୍ର ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୯ ଦିନ ପରେ କୌଣସି ଦଳ ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା ଗରିଷ୍ଠତା ହାସଲ କରି ନ ପାରିବାରୁ ରାଜ୍ୟପାଳ ଭଗତ ସିଂହ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିଛନ୍ତି। ଗତ ନିର୍ବାଚନର୍ଭୋଜପା ୧୦୫ଟି, ଶିବସେନା ୫୬ଟି ଆସନ ଜିତିଥିବା ବେଳେ ଏନସିପି ୫୪ଟି ଓ କଂଗ୍ରେସ ୪୪ଟି ଆସନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?