Posted inଜାତୀୟ

ମହାରାଷ୍ଟ୍ରରେ ସରକାର ଗଢିବାକୁ ଚାହିଁଲାଣି ଏନ୍‌ସିପି

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଅକ୍ଟୋବର ୨୪ରୁ ପ୍ରକାଶିତ ହୋଇ ସାରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ସେଠାରେ ସରକାର ଗଠନ କରାଯାଇ ପାରି ନାହିଁ। କାରଣ ଭାଜପା ଓ ଶିବସେନା ମଧ୍ୟରେ ହୋଇଥିବା ମେଣ୍ଟରେ କିଏ ହେବ ମୁଖ୍ୟମନ୍ତ୍ରୀ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇପାରିନାହିଁ। ଏତିକି ବେଳେ ଏନ୍‌ସିପି ନେତା ନଓ୍ବାବ ମଲିକ କହିଛନ୍ତି ଏମାନେ ମେଣ୍ଟକୁ ନେଇ ପ୍ରଥମେ ସରକାର ଗଠନ କରିବା ଉଚିତ୍‌। ଏହାପରେ ଫ୍ଲୋର ଟେଷ୍ଟରେ ବହୁମତ ସାବ୍ୟସ୍ତ କରିବା କଥା। ଯଦି ଏପରି ନ ହୋଇ ପାରୁଛି ତେବେ ଏନ୍‌ସିପି ସରକାର ଗଠନ କରିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାର୍ଡ ନ ଥିଲେ ବି ଏଣିକି ଉଠାଇ ପାରିବେ ଟଙ୍କା

ନୂଆଦିଲ୍ଲୀ,୮।୪: ଏଣିକି ଏଟିଏମ କାର୍ଡ ବିନା ମଧ୍ୟ ଟଙ୍କା ଉଠାଇବାକୁ ଗ୍ରାହକ ସକ୍ଷମ ହେବେ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ...

ଆଜିଠୁ ସ୍ଥଗିତ ରହିପାରେ ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୩ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ଯୋଗୁ ବିଶ୍ୱବ୍ୟାପୀ ଅଚଳାବସ୍ଥା ଲାଗିରହିଥିବାବେଳେ ଭାରତର ପାର୍ଲାମେଣ୍ଟରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଚାଲୁରହିଛି। ଏହାକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା...

ଶିକ୍ଷା ବଜେଟ: ଖୋଲିବ ୧୦୦ ନୂଆ ସୈନିକ ସ୍କୁଲ

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୨୦୨୧-୨୨ରେ ଶିକ୍ଷାକୁ ନେଇ ମହତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ସେ କହିଛନ୍ତି ନ୍ୟାଶନାଲ ଏଜୁକେଶନ ପଲିସକୁ ସ୍ୱାଗତ...

ପୋମ୍ପିଓଙ୍କୁ ଭେଟିଲେ ଜୟଶଙ୍କର: କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷ ଆବଶ୍ୟକତା ନାହିଁ

ବ୍ୟାଙ୍କ୍‌କ, ୨।୮: ଭାରତର ବୈଦେଶିକ ମନ୍ତ୍ରୀ ଏ.ସ. ଜୟଶଙ୍କର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓଙ୍କୁ ଭେଟିଛନ୍ତି। ଶୁକ୍ରବାର ସକାଳୁ ବ୍ୟାଙ୍କ୍‌କରେ ଉଭୟ ରାଷ୍ଟ୍ର ପ୍ରତିନିଧି...

କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା...

ରାହୁଲ ଗାନ୍ଧୀଙ୍କ ଟ୍ରେନ୍‌ ଯାତ୍ରା

ଉଦୟପୁର,୧୩।୫: କଂଗ୍ରେସର ତିନି ଦିନିଆ ନବ ସଙ୍କଳ୍ପ ଚିନ୍ତନ ଶିବିର ଶୁକ୍ରବାରଠାରୁ ରାଜସ୍ଥାନର ଉଦୟପୁରରେ ଆରମ୍ଭ ହେଉଛି। କଂଗ୍ରେସର ଚିନ୍ତିନ ଶିବିର ମେ ୧୩ରୁ ୧୫...

ଚାଲାଣ କାଟିଲାବେଳେ ‘ସାର୍‌, ମ୍ୟାଡାମ୍‌’ ସମ୍ବୋଧନ କରିବେ ଟ୍ରାଫିକ କର୍ମଚାରୀ

ମୁମ୍ବାଇ, ୧୪।୧୦: କେବେ ଅଟକି ଯାଉ ନ ଥିବା କିମ୍ବା କେତେବେଳେ ମଧ୍ୟ ଥକି ପଡ଼ୁ ନ ଥିବା ମୁମ୍ବାଇ ରାସ୍ତାକୁ ଓହ୍ଲାଇ ଟ୍ରାଫିକର ଦାୟିତ୍ୱ...

ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ

ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ...

Advertisement
Archives

Model This Week