ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୬୪୮ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୧ ଜଣ ସୁସ୍ଥ ହୋଇ ସାରିଲେଣି ଓ ୫ ଜଣଙ୍କ ମୃତ୍ୟୁ ହୋଇଛି। କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ରାଜ୍ୟମାନଙ୍କରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବାକୁ ଏମାନେ ସାଜିଥିଲେ କରୋନା ଯୁଦ୍ଧର ଆଗଧାଡିର ଯୋଦ୍ଧା। ଏବେ ଏମାନେ ମଧ୍ୟ କରୋନା କବଳରୁ ବର୍ତ୍ତି ପାରି ନାହାନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୯,୦୬୩। ଯାହା ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ...

ପାର୍ଟି କ୍ଷମତାରେ ଅଛି ବୋଲି ଆମିଷ ଷ୍ଟଲ ଭାଙ୍ଗିବା କ‘ଣ ଠିକ୍‌ ? ଏଏମ୍‌ସିକୁ ହାଇକୋର୍ଟଙ୍କ ପ୍ରଶ୍ନ…

ଅହମଦାବାଦ,୯।୧୨: ଗୁଜରାଟର ଅମହଦାବାଦରେ ରାସ୍ତା ପାର୍ଶ୍ୱରେ ଥିବା ଆମିଷ ଷ୍ଟଲ ଭଙ୍ଗାରୁଜା ଘଟଣାରେ ହାଇକୋର୍ଟ ପ୍ରଶ୍ନ କରିଛନ୍ତି ଯେ, ପାର୍ଟି କ୍ଷମତାରେ ଅଛି ବୋଲି ଏଭଳି...

ଜେଜେମା’ଙ୍କ ଇଛା ପୂରଣ କଲେ ନାତି: ହେଲିକପ୍ଟରରେ ନବବଧୁଙ୍କୁ ଗାଁକୁ ଆଣିଲେ ବର

ଘରର ବଡ଼ ମାନଙ୍କର ଇଛା ପୂରଣ କରିବା ସାନମାନଙ୍କର ଦାୟିତ୍ୱ ଓ କର୍ତ୍ତବ୍ୟ ମଧ୍ୟ। ତେବେ ଏହା କରିବା ତାଙ୍କ ପ୍ରତି ଏକ ସମ୍ମାନ ଜଣାଇବା...

ମହିଳାଙ୍କ ଉପରେ ଆକ୍ରମଣ: ପକ୍ଷ ରଖିଲେ ଜମାଟୋ ଡେଲିଭରି ବୟ

ବେଙ୍ଗାଲୁରୁ,୧୨।୩ : ସୋସିଆଲ ମିଡିଆରେ ଭିଡିଓରେ ଜମାଟୋ ଡେଲିଭରି ବୟଙ୍କ ଦ୍ୱାରା ଆକ୍ରମଣର ଶୀକାର ହୋଇଥିବା ବେଙ୍ଗାଲୁରୁର ଜଣେ ମହିଳା ଅଭିଯୋଗ ଆଣିବାର ଦୁଇ ଦିନ...

‘ଦିଲ୍ଲୀ ପ୍ରଦୂଷଣ ପାଇଁ ପଡ଼ୋଶୀ ଦାୟୀ’

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀରେ ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେବାରେ ଲାଗିଥିବାବେଳେ ଏଥିପାଇଁ ପଡ଼ୋଶୀ ପଞ୍ଜାବ, ହରିୟାଣା ଓ ଉତ୍ତର ପ୍ରଦେଶ ଉପରେ ଦୋଷ ଲଦିଛନ୍ତି...

ଭାରତ ସୀମାରେ ଉପଲବ୍ଧ ହେବ ୫-ଜି ଜ୍ଞାନକୌଶଳ, ଚାଇନା-ପାକିସ୍ତାନକୁ ମିଳିବ କଡ଼ା ଜବାବ…

ନୂଆଦିଲ୍ଲୀ, ୨୭।୭ : ଭାରତ ବର୍ତ୍ତମାନ ଚାଇନା ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ପାଇଁ ପ୍ରସ୍ତୁତ ହେଉଛି। ୫-ଜି ଟେକ୍ନୋଲୋଜିର ସ୍ପେକ୍ଟ୍ରମ ନିଲାମ ସହିତ ଭାରତ...

ଜେଲ ଜୀବନ: କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ସିଦ୍ଧୁ, ମିଳିବ ନାହିଁ ୩ ମାସର ପାରିଶ୍ରମିକ

ଚଣ୍ଡିଗଡ଼,୨୫ ।୫: ପଞ୍ଜାବର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ହୋଇଯାଇଛନ୍ତି । ୩୪ ବର୍ଷ ପୂର୍ବର...

ବିବିସି ଡକ୍ୟୁମେଣ୍ଟାରି ବ୍ୟାନ୍‌ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ

ନୂଆଦିଲ୍ଲୀ,୩୦।୧(ପି.ଟି.) : ୨୦୦୨ ଗୁଜରାଟ ଦଙ୍ଗା ଉପରେ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରିକୁ କେନ୍ଦ୍ର ସରକାର ବେଆଇନ ଘୋଷଣା କରିବା ନିଷ୍ପତ୍ତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ...

Advertisement
Archives

Model This Week