ମହାରାଷ୍ଟ୍ର ଅପେକ୍ଷା ହରିୟାଣା ବିଧାୟକ ଅଧିକ ପାଠୁଆ

ନୂଆଦିଲ୍ଲୀ : ସଦ୍ୟସମାପ୍ତ ବିଧାନସଭା ନିର୍ବାଚନରେ ମହାରାଷ୍ଟ୍ର ଅପେକ୍ଷା ହରିୟାଣାରେ ଅଧିକ ଶିକ୍ଷତ ବିଧାୟକ ଅଛନ୍ତି। ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ରିସର୍ଚ୍ଚ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ମହାରାଷ୍ଟ୍ରର ମୋଟ ୨୮୮ ବିଧାୟକଙ୍କ ମଧ୍ୟରୁ ୫୭ ପ୍ରତିଶତ ସ୍ନାତକ ପାସ୍‌ କରିଥିବାବେଳେ ହରିୟାଣାରେ ଏହା ୬୯ ପ୍ରତିଶତ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ରର ୧୫ ପ୍ରତିଶତ ବିଧାୟକ ସ୍ନାତକୋତ୍ତର ପାସ୍‌ କରିଥିବାବେଳେ ହରିୟାଣାରେ ଏହା ୧୮ ପ୍ରତିଶତ। ବୟସକୁ ଯଦି ବିଚାରକୁ ନେବା, ତେବେ ମହାରାଷ୍ଟ୍ରର ୮୫ ପ୍ରତିଶତ ବିଧାୟକ ୪୦ ବର୍ଷରୁ ଊର୍ଦ୍ଧ୍ୱ ବୟସର। କିନ୍ତୁ ହରିୟାଣା ବିଧାୟକଙ୍କ ବୟସ ହାର ୫୫ ବର୍ଷ। ହେଲେ ଦୁଇ ରାଜ୍ୟରେ ମହିଳା ପ୍ରତିନିଧିଙ୍କ ସଂଖ୍ୟା ବହୁତ କମ ରହିଛି। ମହାରାଷ୍ଟ୍ରରେ ୨୪ ମହିଳା ପ୍ରାର୍ଥୀ (୮ ପ୍ରତିଶତ) ନିର୍ବାଚନ ଜିଣିଥିବାବେଳେ ହରିୟାଣାରେ ଏହା ୧୦ ପ୍ରତିଶତ ଅଛି। ୨୦୧୪ ବିଧାନସଭା ନିର୍ବାଚନ ପରେ ହରିୟାଣାରେ ମହିଳା ପ୍ରତିନିଧିଙ୍କ ହାର ୧୪ ପ୍ରତିଶତ ଥିଲା। ନବନିର୍ବାଚିତ ବିଧାୟକଙ୍କ ପ୍ରୋଫାଇଲ ତର୍ଜମା କରାଯିବା ପରେ ପିଆର୍‌ଏସ୍‌ ପକ୍ଷରୁ ଏଭଳି ରିପୋର୍ଟ ଉପସ୍ଥାପନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ ନୁହେଁ ଦେହରେ ନିଆଁ ଲଗାଇ କରାଯାଏ ରୋଗର ଚିକିତ୍ସା

ଔଷଧ ତଥା ଚେରମୂଳି ଦ୍ୱାରା ରୋଗର ଚିକିତ୍ସା କରାଯାଉଥିବା ସମସ୍ତେ ଜାଣନ୍ତି। ହେଲେ ଦେହରେ ନିଆଁ ଲଗାଇ ରୋଗର ଚିକିତ୍ସା କରାଯାଉଥିବା ବିଷୟରେ କେବେ ଶୁଣିଛନ୍ତି?...

ମହାରାଷ୍ଟ୍ରରେ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ

ପୁଣେ,୨୬ା୧୨(ଏଏଫ୍‌ପି): ମହାରାଷ୍ଟ୍ରରେ ଚାଷୀଙ୍କ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୫ ଏପ୍ରିଲ ୧ରୁ ୨୦୧୯ ମାର୍ଚ୍ଚ...

ଏସ୍‌ପିଓଙ୍କୁ ଗୁଳି ମାରିଲେ ଆତଙ୍କବାଦୀ

ଶ୍ରୀନଗର,୧୩।୫:ଜମ୍ମୁ-କଶ୍ମୀରରେ ପୁଣି ଆତଙ୍କବାଦୀ ଘଟଣା ବଢିବାରେ ଲାଗିଛି। ଗତକାଲି କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କ ହତ୍ୟା ପରେ ଆତଙ୍କବାଦୀମାନେ ଶୁକ୍ରବାର ପୋଲିସ କନଷ୍ଟେବଳ ରିୟାଜ ଅହମ୍ମଦ...

କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ!

ବେଙ୍ଗାଲୁରୁ,୩୦ ।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଲିଙ୍ଗାୟତ ସମ୍ପ୍ରଦାୟ...

ବେକାବୁ କରୋନା: ଦିନକରେ ୭୨ ହଜାରରୁ ଅଧିକ ସଂକ୍ରମିତ,୪୫୯ ମୃତ

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା...

ଜୀବନ୍ତ ଜଳିଗଲେ ୫ ହଜାର କୁକୁଡା

ଉଦୟପୁର,୧୫।୧୨: ରାଜସ୍ଥାନର ଉଦୟପୁରରେ ମଙ୍ଗଳବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏଠାରେ ଏକ କୁକୁଡ଼ା ଫାର୍ମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିଲା। ଏହି...

ମୋଦିଙ୍କ ବିବାଦୀୟ ନୀତି

ନୂଆଦିଲ୍ଲୀ, ୨୧।୧୧: ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବିପୁଳ ଜନାଦେଶ ପାଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିମଧ୍ୟରେ ଅନେକ ବିବାଦୀୟ ନୀତି...

ଚେତାବନୀ ଦେଲେ ମମତା: ନିର୍ବାଚନ ପରେ ନେବି ପଦକ୍ଷେପ

କୋଲକାତା, ୩୧।୩ : ଭାଜପାକୁ ଖୋଲାଖୋଲି ଚେତାବନୀ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ମୁଁ ପଦକ୍ଷେପ...

Advertisement
Archives

Model This Week