Posted inଜାତୀୟ

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ ପାଟିଲ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ସମୟରେ ସେ କହିଛନ୍ତି, ଲୋକ ସଭା ନିର୍ବାଚନରେ ସେ ପ୍ରଚାର କରି ନାହାଁନ୍ତି। ଦଳ ହାଇ କମାଣ୍ଡଙ୍କ ସହ ତାଙ୍କର ସେମିତି କୌଣସି ମନୋମାଳିନ୍ୟ ମଧ୍ୟ ନାହିଁ। ବରଂ ଦଳ ତାଙ୍କୁ ବିରୋଧୀ ଦଳର ନେତା ଭାବେ ସୁଯୋଗ ଦେଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି। ଏବେ ପରିସ୍ଥିତିକୁ ଦେଖି ସେ ଇସ୍ତଫା ଦେଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଖାଦ୍ୟ ଖାଇ ୩ ମୃତ, ୧୧ ଗୁରୁତର

ତିରୁପୁର,୬।୧୦: ତାମିଲନୁଡୁର ତିରୁପୁର ଅଞ୍ଚଳରେ ବିଷାକ୍ତ ଖାଦ୍ୟ ଖାଇ ୩ଜଣ ନାବାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୧ଜଣ ଅସୁସ୍ଥ ହୋଇ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।...

ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ

ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ...

ଏବେ ବ୍ୟାଙ୍କରୁ କରଜ ନେବା ହେବ ଶସ୍ତା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି କି ଏବେ ବ୍ୟାଙ୍କ ଗୁଡିକୁ ଅଗ୍ରୀମ ୭୦ହଜାର କୋଟି ଟଙ୍କା ପ୍ରଦାନ...

ଲାଲୁଙ୍କ ଘରେ ଶୀତଳ ଯୁଦ୍ଧ

ପାଟନା,୮ ।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦଙ୍କ ଘରେ ଶୀତଳ ଯୁଦ୍ଧ ଲାଗିଥିବା ଦେଖାଯାଇଛି । ଛାତ୍ର ଆର୍‌ଜେଡି ଦ୍ୱାରା...

ଚନ୍ଦ୍ରଯାନ-୨କୁ ନେଇ ପ୍ରତିକ୍ରିୟା ରଖିଲେ ମମତା

କୋଲକାତା,୬।୯: ଭାରତ ଚନ୍ଦ୍ରପୃଷ୍ଠରେ ଏକ ନୂଆ ମାଇଲଖୁଣ୍ଟ ତିଆରି କରିବାକୁ ଯାଉଛି। ୪୮ ଦିନର ଯାତ୍ରା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ବିକ୍ରମ...

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ...

ମିସ୍‌ ୟୁନିଭର୍ସ ଟାଇଟେଲ୍‌ ଜିତି ଇତିହାସ ରଚିଥିବା ହରନାଜ୍‌ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ

ଜେରୁଜେଲମ୍‌,୧୩।୧୨: ଅଭିନେତ୍ରୀ-ମଡେଲ ହର୍‌ନାଜ୍‌ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍‌ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ...

‘ମନମୋହନ ସିଂ କହିଥିଲେ, ମୁଁ କରିକି ଦେଖେଇଲି’

ନୂଆଦିଲ୍ଲୀ,୮।୨: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସଭାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀଙ୍କୁ ଘେରିବାକୁ ଯାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଡ....

Advertisement
Archives

Model This Week