ମହାରାଷ୍ଟ୍ର ପୋଲିସ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫ କରୋନା ପଜିଟିଭ

ମୁମ୍ବାଇ,୧୯।୫: ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ ହୋଇଥିବା ବେଳେ ଏଠାକାର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ବି ଏଥିରୁ ବାଦ୍‌ ଯାଇନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ର ପୋଲିସର ୫୫ ଜଣ କରୋନା ପଜିଟିଭ ଚିହ୍ନଟ କରାଯାଇଛି। ଏହାକୁ ନେଇ ଏବେ ମହାରାଷ୍ଟ୍ରରେ ୧,୩୨୮ଜଣ ପୋଲିସ କରୋନା ମହାମାରୀର ଶିକାର ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲୁଥିବା ବେଳେ ମହାରାଷ୍ଟ୍ରରେ ବି ଏହି ସଂଖ୍ୟା ୩୩ ହଜାର ପାର କରିଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବେଜିଂ-ସାଂଘାଇରେ ହାହାକାର, ଘରେ ସାମଗ୍ରୀ ଡେଲିଭରୀ ମନା…

ବେଜିଂ, ୧୦।୫ : କରୋନା ସଂକ୍ରମଣ ଯୋଗୁଁ ଚାଇନାରେ ସଙ୍କଟ ଦେଖାଦେଇଛି। ରାଜଧାନୀ ବେଜିଂ ଏବଂ ବାଣିଜି୍ୟକ ସହର ସାଂଘାଇରେ କଟକଣା କଡାକଡି କରାଯାଇଛି। ଫଳରେ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬,...

ସମାଜବାଦୀ ନେତାଙ୍କୁ ଗୁଳି କରି ହତ୍ୟା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସମ୍ଭଲ ଅଞ୍ଚଳରେ ସମାଜବାଦୀ ନେତା ଏବଂ ତାଙ୍କ ପୁଅଙ୍କୁୁ ସର୍ବ ସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌...

୮ ବର୍ଷରେ ୭୫୦ ବାଘ ମୃତ

ନୂଆଦିଲ୍ଲୀ,୫ା୬(ପି.ଟି.):ଶିକାର ଓ ଅନ୍ୟାନ୍ୟ କାରଣରୁ ଗତ ୮ ବର୍ଷ ମଧ୍ୟରେ ଭାରତରେ ୭୫୦ ବାଘ ମୃତ୍ୟୁମୁଖରେ ପଡ଼ିଥିବା ସରକାରୀ ତଥ୍ୟରୁ ଜଣାପଡିଛି। କେବଳ ମଧ୍ୟପ୍ରଦେଶରେ ସର୍ବାଧିକ...

ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି।...

ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା

କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର...

ଷ୍ଟେଶନ୍‌ରେ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବା ମହିଳାଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ: ଦେଖିଲେଣି ୨ ନିୟୁତରୁ ଅଧିକ ଲୋକ

କୋଲକାତା,୧।୮: ପଶ୍ଚିମବଙ୍ଗର ଜଣେ ମହିଳା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମହିଳା ଜଣକ ଷ୍ଟେଶନ୍‌ରେ ବସି ଲତା ମଙ୍ଗେସକରଙ୍କ ଦ୍ୱାରା ୧୯୭୨ରେ...

ପ୍ରବେଶ ପଥ ଜଗିଛନ୍ତି ଗ୍ରାମବାସୀ

ଛେଣ୍ଡିପଦା,୫। ୪(ସ୍ବ.ପ୍ର.)- କରୋନା ସଂକ୍ରମଣରୁ ଗଁ।କୁ ସୁରକ୍ଷା ଦେବାକୁ ଛେଣ୍ଡିପଦା ବ୍ଲକ କଣଲୋଇ ଗ୍ରାମବାସୀ ପ୍ରବେଶ ପଥରେ ଜଗିବସିବା ସହ ସ୍ବଚ୍ଛତା ଓ ସାମାଜିକ ଦୂରତା...

Advertisement
Archives

Model This Week