Posted inଜାତୀୟ

ମହାରାଷ୍ଟ୍ର ରାଜନୀତି: ଉଦ୍ଧବଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ; କହିଲା ଶିବସେନା

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଛକାପଞ୍ଝା ଜାରି ରହିଛି। ତେବେ ଉଦ୍ଧବ ଠାକ୍‌ରେଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ ରହିଥିବା ରବିବାର ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ସାମନାର ରୋକ୍‌ଠୋକ୍‌ ସ୍ତମ୍ଭରେ ଏସମ୍ପର୍କରେ ସଞ୍ଜୟ ରାଓ୍ବତ୍‌ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଶିବସେନା ମହାରାଷ୍ଟ୍ରରେ ଫିପ୍ଟି-ଫିପ୍ଟି ଫର୍ମୂଲା ପାଇଁ ଅଡ଼ି ବସିଛି। ଏହି ଫର୍ମୂଲା ଅନୁସାରେ ଅଢ଼େଇ-ଅଢ଼େଇ ବର୍ଷ ଧରି ଶିବସେନା ଏବଂ ଭାଜପା ଶାସନ ଡୋର ଧରିବେ। ପ୍ରଥମ ଅଢ଼େଇ ବର୍ଷ ଶିବସେନା ସଦସ୍ୟ ମୁଖ୍ୟମନ୍ତ୍ରୀ ହେବା ପରେ ଭାଜପା ସଦସ୍ୟ ମୁଖ୍ୟମନ୍ତ୍ରୀ ପଦବୀ ସମ୍ଭାଳିବେ ବୋଲି ଶିବସେନା କହିଛି। ଏନେଇ ଭାଜପାଠାରୁ ଶିବସେନା ଲିଖିତ ଆଶ୍ୱାସନା ମଧ୍ୟ ଲୋଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ବାଇକ୍‌ ଷ୍ଟଣ୍ଟ୍‌ କରୁଥିଲେ ଯୁବତୀ: ଆଉ ତା’ପରେ

ସୁରତ,୧୦।୩: ଜନବହୁଳ ରାସ୍ତାରେ ବାଇକ୍‌ ଷ୍ଟଣ୍ଟ୍‌ କରି ଗିରଫ ହୋଇଛନ୍ତି ସୁରତର ଜଣେ ଯୁବତୀ। ସୁରତର ରାସ୍ତାରେ ଯୁବତୀ ଜଣଙ୍କ ବିନା ହେଲମେଟ୍‌ରେ ବାଇକ୍‌ ଷ୍ଟଣ୍ଟ...

ଏଲ୍‌ଏସି ନିକଟରେ ଚାଇନାର ଫାଇଟର ଜେଟକୁ ଦେଖି ଭାରତର ଚେତାବନୀ, ଉସକାଇବାକୁ ନ କର ପ୍ରୟାସ

ନୂଆଦିଲ୍ଲୀ,୫ ।୮: ଭାରତ ଓ ଚାଇନା ମଧ୍ୟରେ ଲଗାତାର ଉତ୍ତେଜନା ଲାଗି ରହିଛି । ଚାଇନା ସେନା ପକ୍ଷରୁ ସୀମାରେ ସର୍ବଦା ଉସକାଇବା ଭଳି କାମ...

ଖୋଲା ବଜାରରେ ମିଳିବନି କରୋନା ଟିକା

ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ...

‘ତେବେ ବିଳମ୍ବ କାହିଁକି’

ଅଜମେର,୧୨ା୧: ଭାରତୀୟ ସେନା ପ୍ରସ୍ତୁତ ହୋଇ ରହିଥିବାବେଳେ ପିଓକେକୁ ଫେରାଇ ଆଣିବାରେ ବିଳମ୍ବ କାହିଁକି ବୋଲି ଶନିବାର ଅଜମେର ଦରଘା ମୁଖ୍ୟ ଦିଓ୍ବାନ ଜୈନୁଲ ଆବେଦିନ...

ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍‌ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍‌ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ...

ବିଶ୍ୱବିଦ୍ୟାଳୟରେ ହିଂସକ ପ୍ରଦର୍ଶନ ଉଚିତ୍‌ ନୁହେଁ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ହିଂସାକାଣ୍ଡ ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ଏଭଳି ହିଂସକ ପ୍ରଦର୍ଶନ ଉଚିତ୍‌ ନୁହେଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ...

ସର୍ବଦଳୀୟ ବୈଠକରେ ମୋଦି କହିଲେ କଥାବାର୍ତ୍ତା ଦ୍ୱାରା ହିଁ ବାହାରିବ କୃଷକ ଆନ୍ଦୋଳନର ସମାଧାନ

ନୂଆଦିଲ୍ଲୀ,୩୦ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନସିଂ ଜରିଆରେ ସର୍ବଦଳୀୟ ବୈଠକର ଅଧ୍ୟକ୍ଷତା କରିଥିଲେ । ବୈଠକରେ ସେ ଆମେରିକାରେ ମହାତ୍ମା ଗାନ୍ଧୀଙ୍କ...

ଅନାଥ ପିଲାଙ୍କ ପାଇଁ ୫ ଲକ୍ଷର ସ୍ବାସ୍ଥ୍ୟ ବୀମା…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ନିଜର ମାତାପିତାଙ୍କୁ ହରାଇ ଥିବା ଅନାଥ ପିଲାଙ୍କ ପାଇଁ ପ୍ରଧାନମନ୍ତଦ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ...

Advertisement
Archives

Model This Week