Posted inଜାତୀୟ

ମଧ୍ୟପ୍ରଦେଶ ରାଜନୀତି ସଙ୍କଟ: ଛୁଟି କଟାଇବାକୁ ଦିଲ୍ଲୀରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶ ରାଜନୀତି ଏବେ ସରଗରମ। ମଙ୍ଗଳବାର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେବା ପରେ ସୋମବାର ବିଳମ୍ବିତ ରାତିରେ କଂଗ୍ରେସ ବିଧାୟକ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମଧ୍ୟପ୍ରଦେଶର କେତେଜଣ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଦିଲ୍ଲୀ ପହଞ୍ଚିଥିଲେ। ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ସେମାନଙ୍କୁ ଗୁରୁଗ୍ରାମ ନିଆଯାଇ ଆଇଟିସିର ଗ୍ରାଣ୍ଡ ଭାରତ ହୋଟେଲରେ ରଖାଯାଇଥିଲା। ଏହି ସମୟରେ ଭାରପାର ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟଭର୍ଗିୟ କହିଥିଲେ ଆମେ ଏଠାକୁ ଛୁଟି କଟାଇବାକୁ ଆସିଛୁ। ସୂଚନାଯୋଗ୍ୟ, ଜ୍ୟୋତିରାଦିତ୍ୟ ମଙ୍ଗଳବାର କଂଗ୍ରେସ ଛାଡିବା ପରେ ଏବେ ସେ ଭାଜପା ହାତ ଧରିବେ ବୋଲି ଆଲୋଚନା ହେଉଛି। ତେଣୁ ତା’ପୂର୍ବରୁ ଦିଲ୍ଲୀରେ ଭାଜପା ବିଧାୟକମାନେ ପହଞ୍ଚିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଢ଼ାଉରୁ ବର୍ତ୍ତିବା ପାଇଁ ‘କିଲ୍‌ ସ୍ବିଚ୍‌’

ସାନ୍‌ ଫ୍ରାନ୍ସିସ୍‌କୋ/ନୂଆଦିଲ୍ଲୀ, ୧୨ା୭ : ବିଭିନ୍ନ ଦେଶରେ କ୍ୟାବ୍‌ ସର୍ଭିସ୍‌ ଦେଉଥିବା କମ୍ପାନୀ ଉବର ବିରୋଧରେ ସାଂଘାତିକ ତଥ୍ୟ ସାମ୍‌ନାକୁ ଆସିଛି। ଇଣ୍ଟରନ୍ୟାଶନାଲ କନ୍‌ସୋର୍ସିୟମ୍‌ ଅଫ୍‌...

କମଳନାଥଙ୍କ ପୁତୁରାଙ୍କ ୩୦୦ କୋଟିର ବଙ୍ଗଳା ଜବତ

ନୂଆଦିଲ୍ଲୀ,୧୨ା୮: ବେନାମୀ ସମ୍ପତ୍ତି ରଖିବା ମାମଲାରେ ଆୟକର ବିଭାଗ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କର ୩୦୦ କୋଟି ଟଙ୍କାର ବଙ୍ଗଳା ସମେତ ୪୦...

ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ...

ବର୍ଷକରେ ୧୭୨ ଆତଙ୍କବାଦୀଙ୍କୁ ଏନକାଉଣ୍ଟର…

ଶ୍ରୀନଗର,୩୧।୧୨ : ଜମ୍ମୁ-କଶ୍ମୀରରେ ୨୦୨୨ ବର୍ଷରେ ୯୦ରୁ ଅଧିକ ସର୍ଚ୍ଚ ଅପରେଶନରେ ୧୭୨ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି। ସେଥିମଧ୍ୟରେ ୪୨ ବିଦେଶୀ ଆତଙ୍କବାଦୀ ରହିଛନ୍ତି। ଜମ୍ମୁ-କଶ୍ମୀର...

ବସ୍‌ରେ ଦିଲ୍ଲୀରୁ ଲଣ୍ଡନ ଯାତ୍ରା ଏବେ ହେବ ସହଜ

ନୂଆଦିଲ୍ଲୀ/ଲଣ୍ଡନ, ୨୨।୮: ବସ୍‌ରେ ଦିଲ୍ଲୀରୁ ଲଣ୍ଡନ ଯାତ୍ରା ଏବେ ସମ୍ଭବ ହୋଇପାରିବ। ଏନେଇ ଗୁଡ଼ଗାଓ୍ବଁର ଏକ ଘରୋଇ ଟ୍ରାଭେଲ୍‌ କମ୍ପାନୀ ଅଗଷ୍ଟ ୧୫ଠାରୁ ଏକ ବସ୍‌ର...

ରାଫାଲ ଚୁକ୍ତିକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୨୩ା୮ : ଫ୍ରାନ୍ସରୁ କିଣାଯାଇଥିବା ରାଫାଲ ଯୁଦ୍ଧବିମାନକୁ ନେଇ ସରକାର ଉତ୍ସାହିତ ହୋଇପଡ଼ିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ରାଫାଲ ଚୁକ୍ତିକୁ...

୨୦୦ ଫୁଟ ଉଚ୍ଚ ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ସେଲଫି ନେଲେ ବିଦେଶୀ ପର୍ଯ୍ୟଟକ

ବାରାଣସୀ,୫।୨: ଉତ୍ତରପ୍ରଦେଶ ବାରାଣସୀରେ ଜଣେ ବିଦେଶୀ ପର୍ଯ୍ୟଟକ ୨୦୦ ଫୁଟ ଉଚ୍ଚ ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ସେଲଫି ନେବା ପରେ ପାରାଚ୍ୟୁଟ୍‌ରେ ତଳକୁ ଡେଇଁଛନ୍ତି। ଏବେ...

ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ଧୋନୀ

ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମରେ...

Advertisement
Archives

Model This Week