Posted inଜାତୀୟ

ମହାରାଷ୍ଟ୍ର ସଙ୍କଟ: ସରକାର ଗଠନ ପାଇଁ ମୁମ୍ବାଇରେ ଭାଜପା ଦିଲ୍ଲୀରେ କଂଗ୍ରେସର ବୈଠକ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ମନ୍ଥନ ଚାଲିଛି। ଗୋଟିଏ ପରେ ଭାଜପା ମୁମ୍ବାଇରେ ବୈଠକ କରୁଥିବା ବେଳେ ଅନ୍ୟପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ବୈଠକ କରୁଛି। ଭାଜପା ବୈଠକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଚନ୍ଦ୍ରକାନ୍ତ ପାଟିଲ ସାମିଲ ଥିବା ଜଣାପଡିଛି। ଅନ୍ୟପଟେ କଂଗ୍ରେସ ବୈଠକରେ ଦଳର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାଜ୍ୟ କଂଗ୍ରେସର ଅଧ୍ୟକ୍ଷ ଓ ବିଧାୟକମାନେ ଯୋଗ ଦେଇଥିବା ଜଣାପଡିଛି। ଏହି ବୈଠକ ପରେ କିଏ ସରକାର ଗଢିବ ତାହା ସ୍ଥିର ହେବ ବୋଲି କଂଗ୍ରେସ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ଦିନ ପରେ ଦୁଇ ଲକ୍ଷ ତଳକୁ ଖସିଲା କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୨୮।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

ନିକଟ ଭବିଷ୍ୟତରେ ଶାନ୍ତିର ସୂର୍ଯ୍ୟ ଉଦୟ ହେବ: ମଣିପୁର ଉପରେ ପ୍ରଧାନମନ୍ତ୍ରୀଙ୍କ ବୟାନ

ନୂଆଦିଲ୍ଲୀ,୧୦।୮: ଲୋକ ସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆମେ ମଣିପୁର ବିଷୟରେ ଆଲୋଚନା କରିବାକୁ ସର୍ବଦା...

ଭାଜପା ପାଇଁ ବୋଲିଂ କରିବାକୁ ସଚିନଙ୍କ ଅଣ୍ଟା ଭିଡ଼ା

ଜୟପୁର, ୧୩।୭: ରାଜସ୍ଥାନରେ ଶାସକ କଂଗ୍ରେସ ପାଇଁ ଏବେ ସଚିନ ପାଇଲଟ କଣ୍ଟା ସାଜିଛନ୍ତି। ମଧ୍ୟପ୍ରଦେଶ ଶୈଳୀରେ ଏଠାରେ ଅପରେଶନ୍‌ ଲୋଟସ୍‌ ଅଭିଯାନ ଭାଜପା ପକ୍ଷରୁ...

ମହାରାଷ୍ଟ୍ରରେ ୧୨୭୩ ପୋଲିସ କରୋନା ପଜିଟିଭ୍‌

ମୁମ୍ବାଇ,୧୮।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌...

ସୀମାରେ ବଢ଼ୁଛି ଅନୁପ୍ରବେଶ ଉଦ୍ୟମ: ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ-ପାକ୍‌ ସୀମାନ୍ତ ଅଧିକ ସମ୍ବେଦନଶୀଳ ହୋଇଥିବା...

ସଂସଦରେ ଇନ୍ଧନ ତାତି

ନୂଆଦିଲ୍ଲୀ,୨୩ା୩: ପେଟ୍ରୋଲ, ଡିଜେଲ ଏବଂ ଏଲ୍‌ପିଜି ଦର ବୃଦ୍ଧିର ତାତି ମଙ୍ଗଳବାର ପାର୍ଲାମେଣ୍ଟର ଉଭୟ ଗୃହରେ ଅନୁଭୂତ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ, ତୃଣମୂଳ କଂଗ୍ରେସ...

ଦିଦି-ଓଓ୍ବାଇସି ବାକ୍‌ ଯୁଦ୍ଧ

ନୂଆଦିଲ୍ଲୀ,୧୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ନେଇ ଏବେ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି।...

ଅନନ୍ତନାଗରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୩।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ସଫଳତା ମିଳିଛି। ଅନନ୍ତନାଗ ଜିଲାର ଶ୍ରୀଗୁଫଓ୍ବାରା ଅଞ୍ଚଳରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ...

Advertisement
Archives

Model This Week