ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚରାରୋପଣ

ଗୋଲାମୁଣ୍ଡା/କେଗାଁ,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ପକ୍ଷରୁ ସ୍ଥାନୀୟ ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ସଭାପତି ଗୋବିନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଚାରା ରୋପଣ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ମହାବିଦ୍ୟାଳୟ ଚର୍ତୁଃପାର୍ଶ୍ୱରେ ଅନେକ ମୂଲ୍ୟବାନ ଚାର ରୋପଣ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ରଣଜିତ ସାହୁ, ନିଧି ପୁଟେଲ, ବାସୁଦେବ ପଣ୍ଡା, ଜାଜ୍ଞସ ମେହେର, ରମେଶ ଦାଶ ତଥା ଛାତ୍ରୀଛାତ୍ର ଉପସ୍ଥିତ ରହି ଚାରା ରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ପରିଚାଳନାରେ ଅନିୟମିତତା ମହଙ୍ଗା ପଡ଼ିଲା

ଜୁନାଗଡ଼,୨୮।୬: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗାଁ ପ୍ୟାକ୍ସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ବିଷ୍ଣୁ ପ୍ରସାଦ ସାହୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ନିଲମ୍ବିତ କରାଯାଇଛି। ମଣ୍ଡି...

ପୂଜାରେ ଶୃଙ୍ଖଳା, ଭସାଣିରେ ବିଶୃଙ୍ଖଳା

ଅନୁଗୋଳ ଅଫିସ, ୨୮ା୧୦ – ପୂଜାକୁ ନେଇ ସରକାର କଟକଣା ଜାରି କରିଥିଲେ। ଆବଦ୍ଧ ମଣ୍ଡପରେ ମାତ୍ର ୭ଜଣଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା ପାଇଁ ଅନୁମତି ଦେଇଥିଲେ।...

ନିଜାମୁଦିନ ଧାର୍ମିକ ସଭାରୁ ଜଗତସିଂହପୁର ଫେରିଥିବା ସନ୍ଦେହ: ଜିଲାବାସୀଙ୍କ ମନରେ ବଢୁଛି ଶଙ୍କା

ଜଗତସିଂହପୁର ଅଫିସ, ୪।୪: ଦିଲ୍ଲୀ ନିଜାମୁଦିନ ତବଲିଗ ଜମାତରେ ମାର୍ଚ୍ଚ ମଧ୍ୟଭାଗରେ ବହୁ ମୁସଲିମ ସମ୍ପ୍ରଦାୟ ଏକତ୍ରିତ ହେବାପରେ ସେଠାରୁ କରୋନା ସଂକ୍ରମଣ ବଢିଥିବା ଜଣାପଡିଛି।...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...

ଛତ୍ରପୁରରେ ବନ୍ଦ ପ୍ରଭାବ ଶୂନ

ଛତ୍ରପୁର, ୮।୧(ଡି.ଏନ.ଏ): ଗଞ୍ଜାମ ଜ଼ିଲା ସଦର ମହକୁମା ଛତ୍ରପୁର ସହରରେ ଭାରତ ବନ୍ଦର ପ୍ରଭାବ ଆଦୌ ପଡିନି। ଏଠାରେ ପରିବା, ମାଛ ମାର୍କେଟ ସହ ସମସ୍ତ...

ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

ପାଟଣା,୧୩।୨(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାହାରପଡ଼ା ବ୍ଲକ ୨୯ନଂ. ଜିଲା ପରିଷଦ ଜୋନ୍‌କୁ ହାତେଇବା କ୍ଷମତାସୀନ ବିଜେଡି ଓ ବିରୋଧୀ ଭାଜପା...

ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ସୁନ୍ଦରଗଡ଼,୧୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ...

ମହିଳା ସରପଞ୍ଚଙ୍କୁ ମାଡ଼ : ଭିଡିଓ ଭାଇରାଲ

ପରଜଙ୍ଗ,୨୭।୬(ଡି.ଏନ୍‌.ଏ.): ସର୍ବ ସାଧାରଣରେ ମହିଳା ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ଏପରି ଘଟଣା ଦେଖିବାକୁ ମିଳିଛି ପରଜଙ୍ଗ ବ୍ଲକ କଙ୍କିଳି ପଞ୍ଚାୟତରେ। ଗତ ବର୍ଷ...

Advertisement
Archives

Model This Week