ମହାଶିବରାତ୍ରି ଅବସରରେ ଶ୍ରୀଲୋକନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୨୧।୨: ମହାଶିବରାତ୍ରି ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରର ବିଭିନ୍ନ ଶୈବ ପୀଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜରିତ ହେଉଛି ପୀଠ ପରିସର। ଘଣ୍ଟି, ହହୁଳହୁଳି ଓ ଜୟ ଭୋଲେନାଥ ଧ୍ୱନୀରେ ପ୍ରକମ୍ପିତ ହେଉଛି ପୁରୀ ସହର। ବିଶେଷକରି ପ୍ରସିଦ୍ଧ ଶୈବ ପୀଠ ଶ୍ରୀଲୋକନାଥଙ୍କ ମନ୍ଦିରରେ ଭକ୍ତଙ୍କ ବେସ୍‌ ଭିଡ଼ ଲାଗିରହିଛି। ଗୁରୁବାର ରାତି ୧୨ଟାରୁ ଦ୍ୱାର ଫିଟାଯାଇ ନୀତିକାନ୍ତି ଚାଲି ରାତି ୨ଟାରୁ ଦର୍ଶନ ଆରମ୍ଭ ହୋଇଛି। ଭକ୍ତମାନେ ଶୃଙ୍ଖଳିତଭାବେ ପ୍ରଭୁ ଲୋକନାଥଙ୍କୁ ଦର୍ଶନ କରୁଛନ୍ତି। ମହାପ୍ରଭୁଙ୍କ ଦର୍ଶନ ଶୁକ୍ରବାର ରାତି ୨ଟା ପର୍ଯ୍ୟନ୍ତ ଚାଲିବ। ରାତି ୨ଟାରୁ ୩ଟା ମଧ୍ୟରେ ହରିହର ପୂଜାଭୋଗ, ଚତୁର୍ଦଶୀ ଭୋଗ, ବଡ଼ସିହାଂର ଭୋଗ ପରେ ରାତି ୩ଟାରେ ମହାଦୀପ ଉଠିବାର ନୀତି ନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରୁ ବର୍ତ୍ତିଲା ବସ୍‌, ୫୦ ପର୍ଯ୍ୟଟକ ସୁରକ୍ଷିତ

ଦାରିଙ୍ଗବାଡ଼ି/ ସୋରଡା, ୫।୨(ଡି.ଏନ.ଏ.) -କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ୯ ନଂ.ଘାଟି ବୁଲାଣୀ ରାସ୍ତାରେ ବୁଧବାର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଛି ଏକ ଘରୋଇ ବସ୍‌। ୫୦ପର୍ଯ୍ୟଟକଙ୍କୁ...

‘ପର୍ଯ୍ୟଟନ ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟରପ୍ଲାନ୍‌’

ଢେଙ୍କାନାଳ ଅଫିସ, ୧୨।୬ ଢେଙ୍କାନାଳର ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଖୁବ୍‌ଶୀଘ୍ର ମାଷ୍ଟର ପ୍ଲାନ୍‌ କରାଯିବ। ଜନପ୍ରତିନିଧି, ଜିଲାପାଳ, ରାଜ୍ୟସ୍ତରୀୟ ସଚିବମାନଙ୍କ ସହ ଏ ନେଇ ଆଲୋଚନା...

ଗୃହ ନାହିଁ, ସରପଞ୍ଚଙ୍କ ଘରେ ଚାଲିଛି ଅଫିସ କାମ

ପ୍ରୀତିପୁର,୧୯ା୧୨(ଡି.ଏନ୍‌.ଏ):ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ହଳଦିଡିହ ପଞ୍ଚାୟତ ଗଠନର ୨୦ ବର୍ଷ ପରେ ମଧ୍ୟ ଏଠାରେ ଅଫିସ ଗୃହ ନିର୍ମାଣ ହୋଇ ପାରିନାହିଁ। ରାଜସ୍ବ ଓ...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ଲୁଟିନେଲେ ୧ ଲକ୍ଷ ୬୦ ହଜାର

ପଦ୍ମପୁର(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ବୁଧବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ବାସୁଦେବପୁର ବ୍ଲକ ଅଧୀନ ରଘୁପୁର ଗ୍ରାମର ଶରତ ବେହେରା ବ୍ୟାଙ୍କରୁ...

ଜାତୀୟ ଶିକ୍ଷାନୀତି ପ୍ରତ୍ୟାହାର ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୨।୧୧-ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କ ପୁଷ୍ଟିହୀନତା ଦୂରୀକରଣ, ଗର୍ଭବତୀ ଓ ପ୍ରସୂତିଙ୍କର ପୁଷ୍ଟିହୀନତା ଦୂରୀକରଣ ଓ ପ୍ରସୂତିକାଳୀନ ମୃତ୍ୟୁହାର ହ୍ରାସ କରିବାର ଗୁରୁଦାୟିତ୍ୱ ବହନ...

ଫେରାର ଚୋରି ଅଭିଯୁକ୍ତ ଗିରଫ

ଯୋଡ଼ା,୧୮।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା ଠାରେ ହୋଇଥିବା ଚୋରି ଘଟଣାର ଜଣେ ଅଭିଯୁକ୍ତଙ୍କୁ ଯୋଡ଼ା ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ହେଲେ...

ଭଡ଼ା ଘରେ ୭ ଦିନ ଏକାଠି ରହିବେ ତପସ୍ବିନୀ- ସୁମିତ

ବ୍ରହ୍ମପୁର ଅଫିସ ,୨ା୧୨: ନ୍ୟାୟ ପାଇଁ ବଧୂ ତପସ୍ବିନୀ ଦାଶ ଗଞ୍ଜାମ ଜିଲା ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶ୍ବଶୁର ଘର ଆଗରେ ୧୦ ଦିନ ଧରି ଧାରଣା...

୩ ଶିଶୁ ଶ୍ରମିକ ଉଦ୍ଧାର

କୋରେଇ,୧୨।୮(ସ୍ବ.ପ୍ର.):  ପରୀ ୩ କାର୍ଯ୍ୟକ୍ରମ ମାଧ୍ୟମରେ କୋରେଇ ପୋଲିସ ରବିବାର ୩ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ଅଧିକାରୀଙ୍କୁ ହସ୍ତାନ୍ତର କରିଛି।...

Advertisement
Archives

Model This Week