ମହାଶିବରାତ୍ରି ଅବସରରେ ଶ୍ରୀଲୋକନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୨୧।୨: ମହାଶିବରାତ୍ରି ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରର ବିଭିନ୍ନ ଶୈବ ପୀଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜରିତ ହେଉଛି ପୀଠ ପରିସର। ଘଣ୍ଟି, ହହୁଳହୁଳି ଓ ଜୟ ଭୋଲେନାଥ ଧ୍ୱନୀରେ ପ୍ରକମ୍ପିତ ହେଉଛି ପୁରୀ ସହର। ବିଶେଷକରି ପ୍ରସିଦ୍ଧ ଶୈବ ପୀଠ ଶ୍ରୀଲୋକନାଥଙ୍କ ମନ୍ଦିରରେ ଭକ୍ତଙ୍କ ବେସ୍‌ ଭିଡ଼ ଲାଗିରହିଛି। ଗୁରୁବାର ରାତି ୧୨ଟାରୁ ଦ୍ୱାର ଫିଟାଯାଇ ନୀତିକାନ୍ତି ଚାଲି ରାତି ୨ଟାରୁ ଦର୍ଶନ ଆରମ୍ଭ ହୋଇଛି। ଭକ୍ତମାନେ ଶୃଙ୍ଖଳିତଭାବେ ପ୍ରଭୁ ଲୋକନାଥଙ୍କୁ ଦର୍ଶନ କରୁଛନ୍ତି। ମହାପ୍ରଭୁଙ୍କ ଦର୍ଶନ ଶୁକ୍ରବାର ରାତି ୨ଟା ପର୍ଯ୍ୟନ୍ତ ଚାଲିବ। ରାତି ୨ଟାରୁ ୩ଟା ମଧ୍ୟରେ ହରିହର ପୂଜାଭୋଗ, ଚତୁର୍ଦଶୀ ଭୋଗ, ବଡ଼ସିହାଂର ଭୋଗ ପରେ ରାତି ୩ଟାରେ ମହାଦୀପ ଉଠିବାର ନୀତି ନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା

ଟିଟିଲାଗଡ଼, ୧୬।୯ (ଡି.ଏନ.ଏ.) – ବଲାଙ୍ଗୀର ଜିଲା ଟିଟିଲାଗଡ ସହର ୱାର୍ଡ ନମ୍ବର ୧ ସର୍ଗିଗୁଡାରେ ପାନୀୟ ଜଳ ସମସ୍ୟା ସଙ୍ଗୀନ ରୂପ ନେଇଛି। ବିଭିନ୍ନ...

ବଢୁଛି ସଂଖ୍ୟା: କଟକରୁ ଆଉ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୩।୭: କଟକ ସହରରେ ଗୁରୁବାର ୩୪ ନୂୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୨୧ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌,...

ଅଗ୍ନିକାଣ୍ଡରେ ଜଳିଗଲା ତେଜରାତି ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଛତିଆ,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀପାଟଣା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ତେଜରାତି...

ଗଞ୍ଜାମରେ ୭୨ତମ ସାଧାରଣତନ୍ତ୍ର ଦିବସ: ମୁଖ୍ୟ ଅତିଥି ସାଜିଲେ ପରିବହନ ମନ୍ତ୍ରୀ

ଛତ୍ରପୁର,୨୬।୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୭୨ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଛତ୍ରପୁର ରିଜର୍ଭ ପୋଲିସ ପଡିଆଠାରେ ମଙ୍ଗଳବାର ପାଳନ କରାଯାଇଛି। ଏହି ଅବସରରେ...

ବାତ୍ୟା ପରେ ଦୁର୍ଦ୍ଦିନରେ ୩ ପରିବାର: ତୁରନ୍ତ ପାଲ ସହ ପକ୍କାଘର ଯୋଗାଇଦେବାକୁ ଦାବି

ବାଲିଆ,୯।୬: ଫନୀ ବାତ୍ୟାରେ ବାସହୀନ ହୋଇପଡ଼ିଥିବା ବିପନ୍ନ ପରିବାରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର କରିଥିବା ଘୋଷଣା ବିରିଡ଼ି ବ୍ଲକରେ ଏକପ୍ରକାର...

ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ...

ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ

ବୋଲଗଡ/ବେଗୁନିଆ,୨୫। ୧ (ଡି.ଏନ୍‌.ଏ.): ବୋଲଗଡ଼-ବେଗୁନିଆର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କର ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି।...

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ...

Play 250+ Trending Games
Archives

Model This Week

Why Dharitri