ମହାଶିବରାତ୍ରି: ଶ୍ରୀ ଲକ୍ଷେଶ୍ୱର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବାଲିଅନ୍ତା,୨୧।୨(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ୧୬ନଂ. ଜାତୀୟ ରାଜପଥ ନଖରାସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଲକ୍ଷେଶ୍ୱର ମନ୍ଦିରରେ ଜାଗର ଲାଗି ଭକ୍ତଙ୍କ ଭିଡ଼ ଲାଗିଛି। ଶିବରାତ୍ରି ପାଇଁ ମନ୍ଦିରରେ ଭୋର ୪ଟାରୁ ସମସ୍ତ ନୀତି ସମ୍ପନ୍ନ ପରେ ମୁଖ୍ୟ ଦ୍ୱାର ଫିଟାଯାଇ ସାଧାରଣ ଦର୍ଶନ ଲାଗି ବ୍ୟବସ୍ଥ୍ୟା କରାଯାଇଥିଲା। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ଟ୍ରଷ୍ଟବୋର୍ଡ ପକ୍ଷରୁ ବ୍ୟାରିକେଡ୍‌ ବ୍ୟବସ୍ଥ୍ୟା କରାଯାଇଥିବା ବେଳେ ଶ୍ରଦ୍ଧାଳୁ ଧାଡ଼ିରେ ଯାଇ ଲକ୍ଷେଶ୍ୱରଙ୍କୁ ଦର୍ଶନ କରିଥିଲେ। ଏହି ଅବସରରେ ବଡ଼ସିଂହାର ସମିତି ପକ୍ଷରୁ ଏକ ଆଧ୍ୟାତ୍ମିକ ସଭା କରାଯାଇଥିଲ। ଏଥିରେ ମନ୍ଦିରର ମୁଖ୍ୟ ସେବାୟତ ତଥା ଛତିଶା ନିଯୋଗ ଜନାର୍ଦ୍ଦନ ପାଟଜୋଷୀ ମହାପାତ୍ର ଓ ପଦ୍ମଶ୍ରୀ ଡି ପ୍ରକାଶ ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri