Posted inଜାତୀୟ

ମହାଶିବରାତ୍ରୀରେ ଘୋଷଣା ହେଲା କେଦାରନାଥ କବାଟ ଖୋଲିବା ତିଥି

ଡେରାଡୁନ,୨୧।୨: ପବିତ୍ର ମହାଶିବରାତ୍ରୀ ଅବସରରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମର କବାଟ ଖୋଲିବା ତିଥି ଘୋଷଣା ହୋଇଛି। ଭକ୍ତଙ୍କ ପାଇଁ ଆସନ୍ତା ଏପ୍ରିଲ ୨୯ ତାରିଖ ସକାଳ ୬ଟା ୧୦ ମିନିଟ୍‌ରେ ଏକାଦଶ ଜ୍ୟୋର୍ତିଲିଙ୍ଗ କେଦାରନାଥଙ୍କ କବାଟ ଖୋଲିବ। ଏହାପରେ ୬ମାସ ପର୍ଯ୍ୟନ୍ତ ସେଠାରେ ମହାଦେବଙ୍କ ପୂଜାର୍ଚ୍ଚନା କରାଯିବ। ସୂଚନା ମୁତାବକ ଏହାପୂର୍ବରୁ ଏପ୍ରିଲ ୨୫ରେ ଓମ୍‌କାରେଶ୍ୱର ମନ୍ଦିର ଓଖିମଠରେ ଭଗବାନ ଭୈରବନାଥଙ୍କ ପୂଜା କରାଯିବ। ଏପ୍ରିଲ ୨୬ରେ କେଦାରନାଥଙ୍କ ପଞ୍ଚମୁଖୀ ଦୋଳି ଉକ୍ତ ଧାମକୁ ପ୍ରସ୍ଥାନ କରିବ। ଏପ୍ରିଲରେ ୨୭ରେ ଗୌରୀକୁଣ୍ଡରେ ରାତ୍ରି ବିଶ୍ରାମ କରିବା ପରେ ଏହି ପଞ୍ଚମୁଖୀ ଦୋଳି ଏପ୍ରିଲ ୨୮ ସନ୍ଧ୍ୟାରେ କେଦାରନାଥ ଧାମ ପହଞ୍ଚିବ। ଏହାପରେ ଏପ୍ରିଲ ୨୯ରେ ସକାଳ ୬ଟା ୧୦ ମିନିଟ୍‌ରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇ କେଦାରନାଥ ଧାମର କବାଟ ଖୋଲାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ କରାଯାଇଛି। ଶୁକ୍ରବାର ଏନେଇ ମନ୍ଦର ପ୍ରଶାସନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲୋର ଟେଷ୍ଟ ପାଇଁ ଭାଜପାକୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡିବ

ଭୋପାଳ,୧୭।୩: ମଧ୍ୟପ୍ରଦେଶର କଂଗ୍ରେସ ସରକାର ଏବେ ସଙ୍କଟରେ। ଏହାକୁ ଦେଖି ବିରୋଧୀ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ପ୍ରୟାସ ଜାରି ରଖିଛି। କରୋନା...

ମହରମର ଜୁଲୁସ ବାହାରିବା ସମୟରେ ଦୁର୍ଘଟଣା

ହାଇଦ୍ରାବାଦ, ୧୦।୯: ଆନ୍ଧ୍ର ପ୍ରଦେଶ କୁର୍ନଲ ଜିଲାରେ ବି ଖଣ୍ଡ୍ରାପାଡୁ ଗଁ।ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ...

ବାରମୂଳାରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ

ବାରମୂଳା,୨୮।୧: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ମଙ୍ଗଳବାର ବାରମୁଳା ଜିଲାର ଅଣ୍ଡରଗାମ ପାଟ୍ଟନ ଅଞ୍ଚଳରୁ ଲସ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି।...

ଶାନ୍ତି ଚୁକ୍ତିକୁ ପୁଣି ବେଖାତିର: ଆଫଗାନ୍‌ ସେନା ଉପରେ ତାଲିବାନୀ ଆକ୍ରମଣ

ନୂଆଦିଲ୍ଲୀ,୧୪।୩(ପି.ଟି.): ଆଫଗାନିସ୍ତାନରେ ତାଲିବାନ ପକ୍ଷରୁ ଗତ ୨୪ ଘଣ୍ଟା ମଧ୍ୟରେ ୯୫ ଆକ୍ରମଣ କରାଯାଇଛି। ଆଫଗାନ୍‌ ସେନାକୁ ଟାର୍ଗେଟ କରି ତାଲିବାନ ପକ୍ଷରୁ ୧୦ ରାଜ୍ୟରେ...

ପ୍ରଧାନମନ୍ତ୍ରୀ ପଦ ଦୌଡ଼ରେ ଆଗରେ ଥିଲେ ବି ଶେଷରେ ହୋଇଥିଲେ ନିରାଶ…

ନୂଆଦିଲ୍ଲୀ,୧୦।୧୦ : ମୁଲାୟମ ସିଂ ଯାଦବଙ୍କ ରାଜନୈତିକ ଜୀବନ ବହୁ ସଂଘର୍ଷ ଦେଇଗତି କରିଥିଲା। ୧୯୯୬ ରେ, ମୁଲାୟମ ସିଂ ଯାଦବ ମେନପୁରୀ ଆସନରୁ ଏକାଦଶ...

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ...

୧୦୫ବର୍ଷ ବୟସରେ ଚତୁର୍ଥ ପାସ୍‌ କରି ରେକର୍ଡ ସୃଷ୍ଟି କରିଥିବା ଭାଗିରଥୀ ଅମ୍ମାଙ୍କ ପରଲୋକ

କୋଲ୍ଲାମ,୨୩।୭: କେରଳ କୋଲ୍ଲାମ ଜିଲାର ପ୍ରକ୍କୁଲମ ବାସିନ୍ଦା ତଥା ଭାରତୀୟ ନାରୀ ଶକ୍ତି ପୁରସ୍କାର ବିଜେତା ଭାଗିରଥୀ ଅମ୍ମାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ...

ରାମପୁରରେ ଭୂସ୍ଖଳନ: ଚାପି ହୋଇ ୧ମୃତ, ୪ଆହତ

ଶିମ୍‌ଲା,୧୨।୮: ହିମାଚଳ ପ୍ରଦେଶର ରାମପୁରରେ ଶୁକ୍ରବାର ଭୂସ୍ଖଳନ ହୋଇଛି। ଯେଉଁଠାରେ ଭଗ୍ନାବଶେଷ ତଳେ ପାଞ୍ଚ ଜଣ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ...

Advertisement
Archives

Model This Week