Posted inଖେଳ

‘ମହା’ ବାତ୍ୟା: ଦ୍ୱିତୀୟ ଟି୨୦ରେ ବର୍ଷା ଆଶଙ୍କା

ରାଜକୋଟ,୫।୧୧- ଏଠାରେ ଭାରତ ଓ ଭ୍ରମଣକାରୀ ବାଂଲାଦେଶ ମଧ୍ୟରେ ଗୁରୁବାର ଆୟୋଜନ ହେବାକୁ ଯାଉଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ପ୍ରଦୂଷଣ ଯୋଗୁ ଦିଲ୍ଲୀରେ ପ୍ରଥମ ଟି୨୦ ଖେଳାଯାବା ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ତେବେ ଏହି ମ୍ୟାଚ୍‌ ସଫଳତାର ସହ ଆୟୋଜନ ହୋଇଥିଲା ଓ ବାଂଲାଦେଶ ୭ ଉଇକେଟରେ ବିଜୟୀ ହୋଇଥିଲା। ଏବେ ‘ମହା’ ନାମକ ଏକ ବାତ୍ୟା ଦ୍ୱିତୀୟ ଟି୨୦ ବାଧକ ହେବାକୁ ଯାଉଛି। ଭାରତର ପଶ୍ଚିମ ଉପକୂଳରୁ ଦୂରକୁ ଯାଉଥିବା ଏହି ବାତ୍ୟା ଏବେ ହଠାତ୍‌ ତା’ର ଦିଗ ବଦଳାଇଛି ଓ ଏହା ଗୁଜୁରାଟ ଉପକୂଳ ଆଡକୁ ମାଡି ଆସୁଛି। ଫଳରେ ଆଗାମୀ ୪୮ ଘଣ୍ଟାରେ ଦକ୍ଷିଣ ଗୁଜୁରାଟ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବାନ ସୃଷ୍ଟି ହୋଇଛି। ରାଜକୋଟ ଉପକୂଳରେ ଅବସ୍ଥିତ ନ ଥିବାରୁ ଓ ଏହା ଅନ୍ତର୍ଦେଶୀୟ ଅଞ୍ଚଳରେ ରହିଥିବାରୁ ଏଠାରେ ବାତ୍ୟାର ପ୍ରଭାବ ନ ପଡିପାରେ। ତେବେ ବର୍ଷାର ସମ୍ଭାବନାକୁ ଏହାଇ ଦିଆଯାଇ ନ ପାରେ। ଯଦି ଏପରି ହୁଏ ତାହାଲେ ଦ୍ୱିତୀୟ ଟି୨୦ ମ୍ୟାଚ୍‌ ବର୍ଷା ଯୋଗୁ ପ୍ରଭାବିତ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri