ମହିମା ଟୁଙ୍ଗିରେ ନବାନ୍ନ

କାମାକ୍ଷାନଗର, ୪ ।୯-କାମାକ୍ଷାନଗର ମହିମା ଟୁଙ୍ଗିରେ ମଙ୍ଗଳବାର ନବାନ୍ନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରାହ୍ମମୁହୂର୍ତ୍ତରେ ମହିମା ଧର୍ମାବଲମ୍ବୀମାନେ ଶୁଦ୍ଧପୂତ ହୋଇ ମଠରେ ଏକାଠି ହୋଇଥିଲେ। ନୂଅଁା ଧାନରୁ ଚୁଡ଼ା ପ୍ରସ୍ତୁତ କରି ମାଟି ହାଣ୍ଡିରେ କ୍ଷୀର, ଗୁଡ଼, ଘିଅ, ମହୁ, ଦହି, ଛେନା ନଡ଼ିଆ, କଦଳୀ, ସେଓ, ଅଙ୍ଗୁର ସମେତ ଶର୍କରା ମିଶ୍ରଣ କରି ନବାନ୍ନ ପ୍ରସ୍ତୁତ କରାଯାଇ ମହିମା ଗୋସାଇଁଙ୍କୁ ଅର୍ପଣ କରାଯାଇଥିଲା। ସାଧୁସନ୍ଥମାନେ ସାମୂହିକ ପ୍ରସାଦ ସେବନ କାର୍ଯ୍ୟକ୍ରମରେ ସାମିଲ ହେବା ସହ ଜଗତ କଲ୍ୟାଣ କାମନା କରିଥିଲେ। ମହିମା ଅଲେଖ ଧ୍ବନିରେ ପରିବେଶ ପ୍ରକମ୍ପିତ ହୋଇଉଠିଥିଲା।
ମଠ ପରିଚାଳକ ଖଗ ବାବାଙ୍କ ନେତୃତ୍ୱରେ କୌପିନଧାରୀ ମହିମା ସମାଜ ପରିଚାଳକ ଅବିନାଶୀ ବାବା, ପରିବ୍ରାଜକ ନିମାଇଁ ବାବା, ସମ୍ବଲପୁର-ବରଗଡ଼ ସଭାପତି ଲାଲମୋହନ ବାବା, ପରମାନନ୍ଦ ବାବା, ଦୁଃଖବନ୍ଧୁ ବାବା, ଅପର୍ତ୍ତି ଦାସ, ଗୋଲେଖ ଦାସ, ତରୁଣ ଦାସ, ବିଭୂତି ଭୂଷଣ ମହାନ୍ତି, ବିଦେଶୀ ଦେହୁରୀ, ଭଜମନ ଓଝା, ମନମୋହନ ସାହୁ, ସନ୍ତୋଷ ସାହୁଙ୍କ ସମେତ ଶତାଧିକ ଅନୁଗାମୀ ଉପସ୍ଥିତ ରହି ନବାନ୍ନ ଭକ୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri