ମହିଳାଙ୍କଠାରୁ ୯୦ ହଜାର ଲୁଟ୍‌

ବାରିପଦା ଅଫିସ,୫ା୧୨- ବାରିପଦା ସହରର ଭଞ୍ଜପୁର ଅଞ୍ଚଳରୁ ବୁଧବାର ଜଣେ ମହିଳାଙ୍କଠାରୁ ଲୁଟ ହୋଇଥିବା ଅଭିଯୋଗ ହୋଇଛି । ମହିଳା ଜଣକ ହେଲେ ଯମୁନାଦେଇପୁରର ବିଳାସ ମହାନ୍ତ। ଭଞ୍ଜପୁରସ୍ଥିତ ବ୍ୟାଙ୍କରୁ ସେ ଦିନ ୨ ଟା ବେଳେ ୯୦ ହଜାର ଟଙ୍କା ଉଠାଇ ଘରକୁ ଚାଲି ଚାଲି ଫେରୁଥିବା ବେଳେ ୨ ଜଣ ଯୁବକ ଏକ ବାଇକ୍‌ରେ ଆସି ତାଙ୍କଠାରୁ ଟଙ୍କା ବ୍ୟାଗ ଛଡ଼ାଇ ନେଇଥିଲେ। ମହିଳା ଜଣକ ସାହାଯ୍ୟ ପାଇଁ ଚିତ୍କାର କରିବା ପରେ ସ୍ଥାନୀୟ ଲୋକେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ବ୍ୟାଙ୍କର ସିସିଟିଭି କ୍ୟାମେରାକୁ ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଏନେଇ ଥାନାରେ ଏକ ମାମଲା ( ନଂ.୩୮୧/୧୯ ) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri