ମହିଳାଙ୍କୁ ଅଶାଳୀନ ଇଙ୍ଗିତ, ଯୁବକ କୋର୍ଟ ଚାଲାଣ

ରସୁଲପୁର,୨୨।୪(ଡିଏନଏ): ରସୁଲପୁର ବ୍ଲକ ଓଡ଼ିଶୋ ପଞ୍ଚାୟତ ଅରତିଆ-କୁସୁନପୁର ଗ୍ରାମରେ ହରିହର ମଳିକ ନାମକ ଜଣେ ଯୁବକ ସେହି ଗ୍ରାମର ଜଣେ ମହିଳାଙ୍କୁ ଅଶାଳୀନ ଇଙ୍ଗିତ ପ୍ରଦର୍ଶନ କରି ଜେଲ ଯାଇଛି। ମହିଳାଙ୍କ ଅଭିଯୋଗ ଅନୁସାରେ, ହରିହର ତାଙ୍କ ଉପରେ କୁଦୃଷ୍ଟି ରଖିବା ସହ ତାଙ୍କୁ ଲଜ୍ଜିତ କରିବା ଭଳି ବ୍ୟବହାର କରୁଥିଲେ। ଏପରିକି ତାଙ୍କୁ ଅଶାଳୀନ ଇଙ୍ଗିତ କରୁଥିଲେ। ମହିଳା ତାଙ୍କୁ ବାରଣ କରିବା ସତ୍ତ୍ୱେ ସେ ଏଥିରୁ ବିରତ ନ ହେବାରୁ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏନେଇ ଏକ ମାମଲା (ନଂ.୧୩୫/୨୦) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍‌କେ ଯାଉଛେ ନଲିଆର ପାଏନ୍‌

ବାମରା, ୧୯।୩ (ଡି.ଏନ୍‌.ଏ.)- ସମ୍ବଲପୁର ଜିଲା ବାମରା ସଦର ମହକୁମା ଗୋବିନ୍ଦପୁର ପଁଚେତ୍‌ରେ ଚଲତି ବଛର ଖରାଦିନ୍‌ ମୂଲ ନାଇଁ ହେଉନୁ ପିଇଲା ପାଏନ୍‌ ସମସିଆ...

ମହିଳାଙ୍କୁ ହତ୍ୟା: ରକ୍ତଭିଜା ଶାର୍ଟ, ସୁନାଗହଣା ଜବତ; ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୯ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ଗ୍ରାମ ତଳସାହିର କେଦାର ବେହେରାଙ୍କ ସ୍ତ୍ରୀ ସୁଜାତାଙ୍କୁ ଗତ ସୋମବାର ଅପରାହ୍ନରେ ଘରେ ପଶି ହତ୍ୟା କରାଯାଇଥିଲା।...

ବୁରୁଧ୍‌ ଉପରେ ୨ ଦିବ୍ୟାଙ୍ଗ ଝି’ର ବୋଝ୍‌

ଲୋଇସିଂହା, ୮।୭(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗାଁର ବୁରୁଧ୍‌ ଅମର ଭୋଇ(୯୦)। ମାଏକିନାର ମୁରତୁ ଉତାରୁ ଦୁଇ ଦିବ୍ୟାଙ୍ଗ ଝି’କେ ନେଇ ତାକର...

ରାଜସ୍ବ ଆଦାୟରେ ଭାପୁର ତହସିଲର ରେକର୍ଡ

ଭାପୁର,୨୧। ୪(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଭାପୁର ତହସିଲ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜସ୍ବ ଆଦାୟରେ ରେକର୍ଡ କରିଛି। ଜିଲା ପ୍ରଶାସନ ଧାର୍ଯ୍ୟ କରିଥିବା ରାଜସ୍ବ...

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ,...

ବାବା ସିଂହନାଥ ମହାଦେବ, ମା’ ଭଟାରୀକା ମନ୍ଦିରରେ ପଶିଲା ବନ୍ୟା ଜଳ

ନରସିଂହପୁର,୧୬।୮(ସ୍ବ.ପ୍ର.): କଟକ ଜିଲା ବଡମ୍ବା ଗୋପୀନାଥପୁର ନିକଟ ମହାନଦୀ ମଝିରେ ଥିବା ପାହାଡ଼ରେ ପ୍ରସିଦ୍ଧ ବାବା ସିଂହନାଥ ମହାଦେବଙ୍କ ମନ୍ଦିର ଭିତରେ ମହାନଦୀର ବନ୍ୟାଜଳ ପ୍ରବେଶ...

ଗଞ୍ଜାମରେ ଚାଲିବ ଆଇଡିସିଏମ୍‌, ଏମ୍‌ଡିଡି ଅଭିଯାନ: ଲକ୍ଷ୍ୟ ‘ସୁସ୍ଥ ପରିବାର, ସୁସ୍ଥ ସମାଜ’

ବ୍ରହ୍ମପୁର ଅଫିସ୍‌,୨୬ା୬-ଝାଡ଼ାବାନ୍ତି, ମ୍ୟାଲେରିଆ କିମ୍ବା ଡେଙ୍ଗୁ ଯୋଗୁ କାହାର ଯେମିତି ମୃତ୍ୟୁ ନ ହୁଏ, ସେଦିଗରେ ତତ୍ପତ୍ର ହୋଇପଡ଼ିଛି ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ପ୍ରଶାସନ। ରୋଡ୍‌ମ୍ୟାପ୍‌...

ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ନାକ୍‌ ଟିମ୍‌

ବାରିପଦା ଅଫିସ,୨୮ା୩: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ଓ ବୌଦ୍ଧିକ ପରିବେଶର ମୂଲ୍ୟାଙ୍କନ ଏବଂ ସ୍ବୀକୃତି ନିମନ୍ତେ ନାକ୍‌ର ଏକ...

Advertisement
Archives

Model This Week