ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ବ୍ୟବସାୟୀ ଗିରଫ

ସୋର, ୨୮ା୫(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମର ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ସୋର ପୋଲିସ ରବିବାର ଜଣେ ବ୍ୟବସାୟୀ ଭଦ୍ରକରୁ ଗିରଫ କରିଛି। ଏହି ଗ୍ରାମର ସୁରେଶ ଗାୟନ୍‌ ଉକ୍ତ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ସଂପୃକ୍ତ ମହିଳା ସୋର ଥାନାରେ ଅଭିଯୋଗ କରିଥିଲେ। ସେବେଠାରୁ ସୁରେଶ ଫେରାର ଥିବା ବେଳେ ଅଭିଯୋଗକାରିଣୀ ଆପୋଷ ସମାଧାନ ପାଇଁ ସୁରେଶଙ୍କୁ ଡକାଇଥିଲେ। ଏଥିରେ ବିଶ୍ୱାସ କରି ସେ ଭଦ୍ରକକୁ ଆସି ଦକ୍ଷିଣକାଳୀ ମନ୍ଦିର ପାଖରେ ଥିବା ଖବର ପାଇ ସାଦା ପୋଷାକରେ ଥିବା ସୋର ପୋଲି ଭଦ୍ରକ ପୋଲିସ ସହାୟତାରେ ଗିରଫ କରି କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri