ମହିଳାଙ୍କୁ ଅସଦାଚରଣ, ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମହିଳାଙ୍କୁ ପାରିବାରିକ ବିବାଦକୁ କେନ୍ଦ୍ରକରି ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ସ୍ବାମୀ ରବୀନ୍ଦ୍ର ବେହେରାଙ୍କୁ ବିଶ୍ୱନାଥ ବେହେରା ଓ ତାଙ୍କ ଦୁଇ ପୁଅ ଶଙ୍କର,ସୁଶାନ୍ତ ଠେଙ୍ଗାରେ ଆକ୍ରମଣ କରିଥିବା ନେଇ ମହିଳା ଜଣକ ରବିବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ.୮୪/୨୦ ଅନୁଯାୟୀ ମକଦ୍ଦମା କରିଛନ୍ତି। ତଦନ୍ତକାରୀ ପୋଲିସ ଅଧିକାରୀ ଏଏସ୍‌ଆଇ ବି. ଲଚ୍ଛମେୟା ରେଡ୍ଡୀଙ୍କ ସୂଚନାନୁସାରେ ଗତ ଶୁକ୍ରବାର ସନ୍ଧ୍ୟାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଏହି ଘଟଣା ଘଟିଛି। ଆହତ ରବୀନ୍ଦ୍ରଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯିବା ପରେ ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦୨ ପୋଲିସ ଦେଇଛନ୍ତି ପ୍ଲାଜ୍‌ମା

କଟକ ଅଫିସ, ୯।୨: ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଇତିମଧ୍ୟରେ ରାଜ୍ୟର ସମସ୍ତ ଜିଲା, ବାଟାଲିୟନ ଓ ପୋଲିସ ପ୍ରତିଷ୍ଠାନରୁ ୧୦୦୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ କରୋନାରୁ ସୁସ୍ଥ...

ଶେଷ୍‌ ନିଶାସ୍‌ ଗନୁଛେ ଶୀତଲଭଣ୍ଡାର

  ବରପାଲି, ୭।୧ (ଡି.ଏନ.ଏ)- ବରଗଡ଼ ଜିଲା ବରପାଲିରେ ୧୯୬୨ରୁ ୧୯୬୬ ସାଲ ଭିତରେ ସେବେଲର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକକଁର ଚେଷ୍‌ଟାରେ ଇଠାନେ ବହୁତ୍‌ କଲକାରଖାନା...

୫-ଟି ସଚିବଙ୍କ ରାୟଗଡ଼ା ଗସ୍ତ: ରୋଗୀଙ୍କ ସମସ୍ୟା ପଚାରି ବୁଝିଲେ, ଡାଇଲୋସିସ୍‌ ୱାର୍ଡ କାନ୍ଥ ନଷ୍ଟ ନେଇ ବିରକ୍ତି

ରାୟଗଡ଼ା ଅଫିସ ,୧୦ା୯- ୫-ଟି ସଚିବ ଭି.କେ ପାଣ୍ଡିଆନ ଗୁରୁବାର ରାୟଗଡ଼ା ଗସ୍ତ କରିଛନ୍ତିି । ସେ କଳାହାଣ୍ଡିରୁ ଏକ ହେଲିକେପ୍ଟର ଯୋଗେ ଆସି ରାୟଗଡ଼ାର...

ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୪।୧୧(ଡି.ଏନ୍‌.ଏ.): ଶୁକ୍ରବାର କାର୍ତ୍ତିକ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥୀ ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀ ନାରାୟଣ ବେଶ...

ମୋବାଇଲ ଚୋରି, ଲୁଟ୍‌ ଘଟଣାରେ ୯ ଗିରଫ

ସୋନପୁର/ଉଲୁଣ୍ଡା,୨୨।୪(ନି.ପ୍ର./ଡି.ଏନ.ଏ.): ସୋନପୁର ଟାଉନ ଥାନା ପୋଲିସ ମୋବାଇଲ ଚୋରି ଓ ଉଲୁଣ୍ଡା ପୋଲିସ ମୋବାଇଲ ଲୁଟ୍‌ ଘଟଣାରେ ସମ୍ପୃକ୍ତ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ।...

ଉଚ୍ଛେଦ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ସହର ରାଜା ଛକରୁ ଥାନା ଛକ ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ମଧ୍ୟରେ ପଶିଛି ଛନକା।...

ଆଜି ମଧ୍ୟରାତ୍ରରେ ଧରାବତରଣ

ଭୁବନ, ୪।୧୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଏବଂ ବ୍ଲକର ପ୍ରସିଦ୍ଧ କାଳୀପୂଜା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ୪ ସ୍ଥାନରେ ପୂଜା...

Advertisement
Archives

Model This Week