ମହିଳାଙ୍କୁ ଛୁଇଁ ଜରିମାନା ଦେଲେ ଭାରତୀୟ

ସିଙ୍ଗାପୁର,୪।୯: ସିଙ୍ଗାପୁରର ଏକ ଚର୍ଚ୍ଚରେ ଜଣେ ମହିଳାଙ୍କୁ ଛୁଇଁବା ଭାରତୀୟ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ୨୭ ବର୍ଷୀୟ ଭାରତୀୟ ମୂଳବାସିନ୍ଦା ଯୁବକଙ୍କୁ ୫ ଦିନ ଜେଲ୍‌ ଓ ୨,୫୦୦ ଡଲାର(ପ୍ରାୟ ଦେଢ଼ ଲକ୍ଷ ଟଙ୍କା) ଜରିମାନା ଦେବାକୁ ପଡ଼ିଛି। ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ୨୯ରେ ଦ୍ୱିପ୍ରହରରେ ରାଜେନ୍ଦ୍ରନ ପ୍ରକାଶ ନାମକ ବ୍ୟକ୍ତି ‘ଅର୍‌ ଲେଡି ଲୁର୍ଡସ’ ଚର୍ଚ୍ଚରେ ନିଶାଗ୍ରସ୍ତ ଅବସ୍ଥାରେ ପହଞ୍ଚିଥିଲେ। ସେଠାରେ ସେ ଜଣେ ମହିଳାଙ୍କୁ ଛୁଇଁବା ସହ ଆଲିଙ୍ଗନ କରିଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଅନ୍ୟମାନେ ରାଜେନ୍ଦ୍ରନଙ୍କୁ ଉକ୍ତ ମହିଳାଙ୍କଠାରୁ ଦୂରେଇ ଯିବାକୁ କହିଥିଲେ। ହେଲେ ସେ ସେମାନଙ୍କ କଥାକୁ କର୍ଣ୍ଣପାତ ନ କରି ହଙ୍ଗାମା କରିଥିଲେ। ଏହାପରେ ଗ୍ଲୋଡିଷ୍ଟନ ନାମକ ଜଣେ ବ୍ୟକ୍ତି ରାଜେନ୍ଦ୍ରନଙ୍କୁ ଚାପୁଡ଼ା ମାରି କାବୁ କରିବା ସହ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗିରଫ କରି ଏକ ମାମଲା ରୁଜୁ କରିଥିଲା। ତେବେ ସ୍ଥାନୀୟ କୋର୍ଟ ଏବେ ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ବୈଦେଶିକ ମନ୍ତ୍ରୀ ନିଖୋଜ, ଗାର୍ଲଫ୍ରେଣ୍ଡଙ୍କ ହାତ ଥିବା ସନ୍ଦେହ

ବେଜିଂ,୨୧।୭: ଚାଇନାର ବୈଦେଶିକ ମନ୍ତ୍ରୀ କିଛି ଦିନ ଧରି ନିଖୋଜ ଅଛନ୍ତି। ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗଙ୍କୁ ତିନି ସପ୍ତାହ ପୂର୍ବରୁ ଅର୍ଥାତ୍‌ ୨୫ ଜୁନ୍‌ରେ...

ଚାଇନା ଚୁକ୍ତିନାମା ଉଲ୍ଲଂଘନ କରିଛି: ଜୟଶଙ୍କର

ବ୍ରାସିଲିଆ,୨୧।୮: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ରବିବାର ବ୍ରାଜିଲରେ ଚାଇନାକୁ ନେଇ ଏକ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଭାରତ-ଚାଇନା...

କଣ୍ଟେନର ଡିପୋରେ ଅଗ୍ନିକାଣ୍ଡ: ୧୬ ମୃତ, ୪୫୦ରୁ ଅଧିକ ଆହତ

ଢାକା,୫ା୬: ଦକ୍ଷିଣ-ପୂର୍ବ ବାଂଲାଦେଶର ଏକ ଆଭ୍ୟନ୍ତରୀଣ କଣ୍ଟେନର ଡିପୋରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛ। ଏଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫୦ରୁ...

ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ...

ବଳାତ୍କାର ମାମଲାର ଶୁଣାଣି ସମୟରେ କୋର୍ଟରେ ପୀଡ଼ିତାଙ୍କୁ ଅପଶବ୍ଦ କହିଲେ ପୂର୍ବତନ ରାଷ୍ଟ୍ରପତି

ୱାଶିଂଟନ,୧୪ ।୧: ଜଣେ ଲେଖିକା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କ ବିରୋଧରେ ୯୦ ଦଶକରେ ଏକ ବଳାତ୍କାର ଅଭିଯୋଗ ଆଣିଥିଲେ । ଏହାପରେ ପୀଡ଼ିତା...

ଭୟ କରନାହିଁ , ଭାକ୍ସିନ୍‌ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…

ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍‌ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍‌...

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି...

କ୍ରୁରତାର ସୀମା ପାର କରିଛନ୍ତି ରୁଷିଆ ସୈନ୍ୟ, ଛୋଟ ପିଲାଙ୍କୁ ଯୌନ ନିର୍ଯାତନା…

କ୍ୱିଭ୍‌/ମସ୍କୋ, ୨୫।୯ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନା ଧରୁନି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଲକ୍ଷ...

Advertisement
Archives

Model This Week