ମହିଳାଙ୍କୁ ନିର୍ଯାତନା, ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୫ା୯(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜି ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳା ଏତାଲା ପ୍ରକାରେ, ୨ ବର୍ଷ ପୂର୍ବେ ସୂର୍ଯ୍ୟଙ୍କୁ ଦାବୀ ମୁତାବକ ଯୌତୁକ ଦେଇ ବୈଦିକ ରୀତିନୀତି ଅନୁସାରେ ବିବାହ କରିଥିଲେ। ବିବାହର ୬ ମାସ ପରେ ସ୍ବାମୀ ଓ ପରିବାର ଲୋକେ ମିଶି ଅଧିକ ଯୌତୁକ ଦାବି କରି ମହିଳାଙ୍କୁ ନିର୍ଯାତନା ଦେଉଥିଲେ। ଏ ନେଇ ଗତ ମାର୍ଚ୍ଚ ୨୩ ତାରିଖରେ ମହିଳା ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ। ପରେ ଉଭୟ ପରିବାର ପକ୍ଷରୁ ସମାଧାନ ହୋଇଥିଲା। ପୁଣି ସେପ୍ଟେମ୍ବର ୨୦ ତାରିଖରେ ଉକ୍ତ ମହିଳା ରାତିରେ ଏକୁଟିଆ ଶୋଇଥିବା ବେଳେ ଦିଅର ବାପୁଜି ଜବରଦସ୍ତ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମହିଳାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ସ୍ବାମୀଙ୍କୁ ଯୌତୁକ ମାମଲା ଓ ଦିଅରକୁ ବଳତ୍କାର ମାମଲାରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ

ଫୁଲବାଣୀ ଅଫିସ, ୧ା୧ -ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ...

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ...

କାର୍ଯ୍ୟକ୍ଷମ ହୋଇପାରୁନି ଉପଖଣ୍ଡ ମାତୃ ଶିଶୁ ଭବନ

ପାଲଲହଡା, ୮।୫(ଡି.ଏନ.ଏ.): ପାଲଲହଡା ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ନିର୍ମାଣ ହେଉଥିବା ୩୦ ଶଯ୍ୟା ବିଶିଷ୍ଟ ମାତୃ ଏବଂ ଶିଶୁ ଭବନ କାର୍ଯ୍ୟ ଶେଷ ହେଉ ନ...

ଓପିଜିସି ପ୍ରକଳ୍ପରେ ଅଘଟଣ: ଗରମ ପାଉଁଶ ପଡ଼ି ୬ ଶ୍ରମିକ ଆହତ

ଲଖନପୁର,୬ା୯: ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ରାତିରେ ଦୁର୍ଘଟଣା ଘଟି ୬ ଠିକାଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ...

କୋଟଗଡ଼ରେ ଗଣେଶ ପୂଜା

କୋଟଗଡ଼,୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବଜାର, କୁମ୍ଭାରସାହି, ହାଇସ୍କୁଲ ଓ ଟାଉନ ଆଖପାଖରେ ଗଜାନନଙ୍କ ପୂଜା ଧୂମ୍‌ଧାମରେ ପାଳିତ ହେଉଛି। ମେଢ଼ଗୁଡ଼ିକରେ ଗଣେଶ ବିଭିନ୍ନ ରୂପରେ...

୧୦ ସନ୍ଧ୍ୟାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୮।୫(ବ୍ୟୁରୋ): ଗଭୀର ଅବପାତ ପରେ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ସୃଷ୍ଟି ହୋଇଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।...

ପୁନରୁଦ୍ଧାର ହେଉନି ଆଙ୍କୁଲି ବଡ଼ବନ୍ଧ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁର ସହରର ପୋଖରୀଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ଏବେ ପୋତି ହେବାକୁ ବସିଛି ା ରାମଲିଙ୍ଗମ୍‌ ପୋଖରୀ, ବିଜିପୁର ସୁନାରୀ ବନ୍ଧ ଭଳି କେତେକ ପୋଖରୀକୁ...

କେନ୍ଦୁଜିଆଣି ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଠାକୁରମୁଣ୍ଡା,୫ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତରେ କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସ୍ଥାନୀୟ...

Advertisement
Archives

Model This Week