ମହିଳାଙ୍କୁ ପ୍ରତାରଣା, ଯୁବକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୯: ଜଣେ ଦଳିତ ମହିଳାଙ୍କୁ ପ୍ରତାରଣା କରିବା ସହ ତାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ଜୁଗୁଡି ସୁଜିତ କୁମାର ସାହୁ। ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି । ସୁଜିତ ବ୍ରହ୍ମପୁରରେ ଏକ ହୋଟେଲ କରିଥିବା ବେଳେ ସମ୍ପୃକ୍ତ ମହିଳାଙ୍କ ସହ ସମ୍ପର୍କ ରଖିଥିଲେ। ତାଙ୍କ ସହ ଶାରିରୀକ ସମ୍ପର୍କ ମଧ୍ୟ ରଖିଥିଲେ। ପରେ ତାଙ୍କ ଅଶ୍ଳୀଳ ଫଟୋ ଉଠାଇ ବିଭନ୍ନ ସ୍ଥାନକୁ ନେଇ ରଖିଥିଲେ। ଶେଷରେ ତାଙ୍କୁ ଜାତିଆଣ ମନ୍ତବ୍ୟ ଦେବା ସହ ପ୍ରତାରଣା କରିଥିଲେ। ପୀଡ଼ିତା ଜଣଙ୍କ ଟାଉନ ଥାନାରେ ଏନେଇ ଅଭିଯୋଗ କରିଥିଲେ। ପୋଲିସ ବୁଧବାର ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରିଛି। କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟସିଂହପୁରରେ ଭିନ୍ନ ପରମ୍ପରା: ଗୋଟିଏ ଦିନ ପରେ ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଉଳଗାଁ ପଞ୍ଚାୟତ ଦିବ୍ୟସିଂହପୁର ଗାଁରେ ଶିବପାର୍ବତୀଙ୍କ ବିବାହର ଏକ ଭିନ୍ନ ପରମ୍ପରା ରହିଛି। ଏଠାରେ ନିର୍ଦ୍ଧାରିତ ଦିନକ...

ଭଙ୍ଗାଯାଉନି ଗିରି ମାର୍କେଟ କୋଠା

ବ୍ରହ୍ମପୁର ଅଫିସ,୧୩ା୯:ବ୍ରହ୍ମପୁର ସହରର ହୋଲ୍‌ସେଲ୍‌ ବାଣିଜ୍ୟ ପେଣ୍ଠସ୍ଥଳୀ କହିଲେ ଗିରି ମାର୍କେଟ ବେଶ୍‌ ପରିଚିତ। ଏହି ମାର୍କେଟ ପ୍ରାୟ ୫୦ ବର୍ଷ ପୁରୁଣା। ଉକ୍ତ ମାର୍କେଟ...

ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା: ପୁଣି ଗଞ୍ଜାମରୁ ୨ ଜଣଙ୍କ ଗଲା ଜୀବନ

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି। ଅପରପକ୍ଷରେ କରୋନା ଜନିତ ମୃତ୍ୟୁ...

କାର ଧକ୍କାରେ ଛାତ୍ର ମୃତ

କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର...

୨୦୧୪ର ଦାଦା ବଟୀ ମାମଲା: ଅଭିଯୁକ୍ତଙ୍କୁ ଦଣ୍ଡାଦେଶ

ଆସିକା,୨୦ା୮ (ଡି.ଏନ୍‌.ଏ.)- ୨୦୧୪ରେ ଘଟିଥିବା ଏକ ଦାଦାବଟୀ ମାମଲାର ବିଚାର କରି ମଙ୍ଗଳବାର ଆସିକାର ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସ୍ବର୍ଣ୍ଣପ୍ରଭା ସ୍ବାଇଁ ଅଭିଯୁକ୍ତଙ୍କୁ...

ପୋଲିସକୁ ନ ଜଣାଇ ଜାଳିଦେଲେ ଛାତ୍ରୀଙ୍କ ମୃତଦେହ

ଚିକିଟି,୨ା୪: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଧାନଘର ଫାଣ୍ଡି ଡାଳପଲଙ୍କ ଅଞ୍ଚଳର ଜଣେ ଦଶମ ଛାତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ...

ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା: ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ପୁରୁଷୋତ୍ତମପୁର,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ରାମ୍‌ସା ଗାଁର ପୂର୍ଣ୍ଣଚନ୍ଦ୍ର ନାହାକ ଓରଫ୍‌ ଟୁକୁ(୪୦)ଙ୍କୁ ମଙ୍ଗଳବାର କୋର୍ଟରେ ସାକ୍ଷୀ ଦେବାକୁ କହି ଘରୁ ଡାକିନେଇ...

ପରିବା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୫ ଦୋକାନ, ନଗଦ ଏକ ଲକ୍ଷ ଟଙ୍କା

ପୋଲସରା, ୪।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିଠାରେ ଥିବା ପରିବା ମାର୍କେଟରେ ବୁଧବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁଶାନ୍ତ କୁମାର ସାହୁ, ସୁଦର୍ଶନ ପ୍ରଧାନ,...

Advertisement
Archives

Model This Week