ମହିଳାଙ୍କୁ ବଳାତ୍କାର ଅଭିଯୋଗ,ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କ ଏତଲା କ୍ରମେ ଆଇଆଇସି ବସନ୍ତ କୁମାର ସେଠୀ ନଂ. ୨୨୦/୧୯ ଦଫା ୩୭୬ (୨) (ଏନ୍‌) ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ୨୦୧୮ ନଭେମ୍ବର ୩ ତାରିଖରୁ ୨୦୧୯ ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଇଲାକାର ଜଣେ ବ୍ୟକ୍ତି ତାଙ୍କୁ ବିଭିନ୍ନ ସମୟରେ ବ୍ଲାକମେଲିଂ କରି ବଳାତ୍କାର କରିଥିବା ମହିଳା ଜଣକ ଏତଲାରେ ଉଲ୍ଲେଖ କରିଛନ୍ତି। ଲୋକଲଜ୍ଜା ଭୟରେ ସେ ଅଭିଯୋଗ କରୁ ନ ଥିଲେ। କିନ୍ତୁ ମାନସିକ ଯନ୍ତ୍ରଣା ଅସହ୍ୟ ହେବାରୁ ବାଧ୍ୟହୋଇ ମହିଳା ଜଣକ ଶନିବାର ଥାନାରେ ଏତଲା ଦେଇଥିବା ପୋଲିସକୁ କହିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସନ୍ଦିଗ୍ଧ ଇଲାକାରେ ଚଢ଼ାଉ କରିଥିଲେ ମଧ୍ୟ ତାଙ୍କୁ ଧରିପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ...

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ନେଇ ଅନୁଗୋଳ ଛାତ୍ର ନେତାଙ୍କ ମଧ୍ୟରେ ଅସନ୍ତୋଷ: ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ଅନୁଗୋଳ ଅଫିସ, ୨୪।୮: ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବାତିଲ କରିବା ପରେ ଅନୁଗୋଳ ଛାତ୍ରନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ...

ଛେଳିର ଅନ୍ତ୍ୟେଷ୍ଟିକ୍ରିୟା

ପାଟଣା,୧୭ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧୀନ ତେନ୍ତେଳା ଗ୍ରାମରେ ବୁଧବାର ପ୍ରାଣୀ ଓ ମଣିଷ ଭିତରେ ଥିବା ଅନାବିଳ ସମ୍ପର୍କ ଦେଖିବାକୁ...

ବିଭିନ୍ନ ଦାବିରେ ଦୁଇଦିନିଆ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ, ୨୦।୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା, ଲୋୟର ସୁକତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା...

ଫନୀକୁ ବିତିଲା ୨ ମାସ, ଭଙ୍ଗାରୁଜା ଅବସ୍ଥାରେ ସ୍କୁଲ୍‌ଗୃହ : ଗ୍ରୀଷ୍ମଛୁଟି ପରେ ବି ହେଉନି ମରାମତି

ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ...

ବୋଲେରୋରେ ମୃତଦେହ ଛାଡ଼ି ଫେରାର: ପ୍ରତିବାଦରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା

ଓଡ଼ାପଡ଼ା, ୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ୫୫ ନଂ. ଜାତୀୟ ରାଜପଥର ଗଉଡ଼ାକାଟେଣି ଛକ ନିକଟରେ ମଙ୍ଗଳବାର ସକାଳେ ଏକ ବୋଲେରୋ ଭିତରେ ଜଣେ ବ୍ୟକ୍ତିଙ୍କ ମୃତଦେହ...

ଓକିଲଙ୍କ ଆକ୍ରମଣକୁ ନିନ୍ଦା

ବ୍ରହ୍ମପୁର ଅଫିସ୍‌,୮ା୧୧-ଦିଲ୍ଲୀର ତିସ୍‌ହଜାରୀ କୋର୍ଟ ପରିସରରେ ଜଣେ କାର୍ଯ୍ୟରତ ଓକିଲଙ୍କ ଉପରକୁ ଦିଲ୍ଲୀ ପୋଲିସର ଗୁଳିଚାଳନାକୁ ନେଇ ଗଞ୍ଜାମ ଓକିଲ ସଂଘ ବରିଷ୍ଠ ସଦସ୍ୟମାନେ ନିନ୍ଦା...

ଦୁଇ ମାସ ଧରି ହଷ୍ଟେଲରେ ନାହିଁ ବିଦ୍ୟୁତ୍‌: ଲଣ୍ଠନକୁ ଭରସା କରି ପାଠ ପଢ଼ୁଛନ୍ତି ଛାତ୍ର

ମୁନିଗୁଡା,୨୩।୧୦(ଡି.ଏନ୍‌.ଏ.): ସରକାର ଆଦିବାସୀ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ଅନେକ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ର ମାନଙ୍କୁ ରହିବା ଓ ଖାଇବା ସହ...

Advertisement
Archives

Model This Week