ମହିଳାଙ୍କୁ ବଳାତ୍କାର ଉଦ୍ୟମ ମାମଲାଜେଲ ଗଲେ ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀ

ଛତ୍ରପୁର/ଗଞ୍ଜାମ, ୬ା୮(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ଘଟଣାର ଅଭିଯୁକ୍ତ ତଥା ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୁର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସୋମବାର ଜେଲ ଯାଇଛନ୍ତି ା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପୂର୍ବାହ୍ନରେ ସଞ୍ଜୟ ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ଆମତ୍ସମର୍ପଣ କରିଥିଲେ। ଜାମିନ୍‌ ପାଇଁ ତାଙ୍କ ଓକିଲ ଛତ୍ରପୁର ଏସଡିଜେଏମ୍‌ କୋର୍ଟରେ ଆବେଦନ ପିଟିଶନ୍‌ ଦାଖଲ କରିଥିଲେ। ଏହି ଆବେଦନର ଶୁଣାଣି କରି ଏସଡିଜେଏମ୍‌ ଏହାକୁ ଖାରଜ କରିଥିଲୋ ଏହାପରେ ଜାମିନ୍‌ ଆବେଦନ ପିଟିଶନ ସଞ୍ଜୟଙ୍କ ଓକିଲ ଛତ୍ରପୁର ଏଡିଜେ କୋର୍ଟରେ ଦାଖଲ କରିଥିଲେ ା ଏଡିଜେ କୋର୍ଟ ମଧ୍ୟ ଉକ୍ତ ଆବେଦନକୁ ଖାରଜ କରିବାରୁ ସଞ୍ଜୟଙ୍କୁ ଛତ୍ରପୁର ସବଜେଲ୍‌କୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ମେ ୨୫ ତାରିଖରେ କାମ ଦେବା ନାଁରେ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ତକତ୍ାଳୀନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ ବଳାକତ୍ାର ଉଦ୍ୟମ କରିଥିବା ନେଇ ମହିଳା ଜଣକ ଗଞ୍ଜାମ ଥାନାରେ ଏତଲା ଦେଇଥିଲେ ା ଏହାକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୪୨/୧୯) ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri