ମହିଳାଙ୍କୁ ମାଡ଼ ଘଟଣା, ଫେରାର୍‌ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୯ା୯(ଡି.ଏନ.ଏ.)-ମହିଳାଙ୍କୁ ମାଡ଼ ମାରିବା ଘଟଣାରେ ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମର ଭଗବାନ ଗୌଡ଼ଙ୍କୁ ବୁଧବାର ଦିଗପହଣ୍ଡି ପୋଲିସ କୋର୍ଟଚାଲାଣ କରିଛି।ସନ୍ଧ୍ୟାରେ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି । ଗତ ୯ ତାରିଖ ସନ୍ଧ୍ୟାରେ ଗାଁ ରାସ୍ତାରେ ଖେଳୁଥିବା ପିଲାଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ଘଟଣାକୁ ନେଇ ଭଗବାନ ଜଣେ ମହିଳାଙ୍କୁ ଗାଳିଗୁଲଜ କରି ଧମକ ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ମହିଳାଙ୍କ ଏତଲାକୁ ଭିତ୍ତିକରି ପୋଲିସ ନଂ. ୧୭୮/୧୯ରେ ମାମଲା କରିଥିଲା। ଗିରଫ ଭୟରେ ଅଭିଯୁକ୍ତ ଫେରାର୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?