ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୪ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ଅଟୋ ଚାଳକ ଗୌତମ ପ୍ରଧାନ, ଖଲିକୋଟ ବ୍ଲକ କହ୍ନେଇପୁର ପଞ୍ଚାୟତ ଅଧୀନ ମାଣିକପୁର ଗାଁର ଆଶାକର୍ମୀ ଆଶା ରାଣୀ ପ୍ରଧାନ, ମଲ୍ଲୀ ସିଂ ଓ ତାଙ୍କ ଝିଅ ପ୍ରତିମା ନାହାକ। ଏ ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଛତ୍ରପୁର ଦମକଳ ବାହିନୀ କର୍ମଚାରୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ

ପବିତ୍ରନଗର,୧୨।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା କୁଲେଇ ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର ସକାଳେ ଜଣେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ ହୋଇଛି। ବାରହା ଶିକାର...

ପରିବାରର ବୋଝ ନୁହନ୍ତି ଦିବ୍ୟାଙ୍ଗ

ଫୁଲବାଣୀ ଅଫିସ,୪ା୧୨-ଦିବ୍ୟାଙ୍ଗମାନେ ପରିବାର କିମ୍ବା ସମାଜର ବୋଝ ନୁହଁନ୍ତି ବୋଲି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଅବସରରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ପ୍ରକାଶ କରଛନ୍ତି।...

ସଂସ୍କୃତ କଲେଜରେ ଚାକିରିଆ ଛାତ୍ର

ଯାଜପୁର ଅଫିସ,୩୦ା୧୧:ଯାଜପୁର ଜିଲା ସୀମାନ୍ତବର୍ତ୍ତୀ କଟକ ଜିଲା ମାହାଙ୍ଗା ବ୍ଲକ ଅଧୀନ କଇଥା ତ୍ରିନାଥପୁର ମୀରାଦେବୀ ସଂସ୍କୃତ କଲେଜରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ...

ଚୋରାରେ ବିକୁଥିଲେ ବିଦେଶୀ ମଦ, ୨ ମହିଳା ଗିରଫ

ଯୋଡ଼ା,୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଥାନା ସହରସ୍ଥିତ ହନୁମାନ ହାଟିଂ ଠାରେ ବେଆଇନ ଭାବେ ବିଦେଶୀ ମଦ ରଖି ବିକ୍ରି କରୁଥିବା ବେଳେ ପୋଲିସ ହାତରେ...

ଆଇଆଇଏମ୍‌ସିରେ ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା:‘ସହଯୋଗ ମିଳିଲେ କମିବ ପ୍ରଦୂଷଣ’

ଢେଙ୍କାନାଳ ଅଫିସ, ୨୦ା୧୦ ଢେଙ୍କାନାଳସ୍ଥିତ ଆଇଆଇଏମ୍‌ସି ଏବଂ ଶିକାଗୋ ବିଶ୍ୱବିଦ୍ୟାଳୟ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟ୍‌ର ମିଳିତ ସହଯୋଗରେ ଶୁକ୍ରବାର ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ...

ଆଳୁ ଗୋଦାମ ଶ୍ରମିକଙ୍କୁ ସ୍ବଚ୍ଛତା କିଟ୍‌, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୨୪ା୪- ବଲାଙ୍ଗୀର ସହରର ଆଳୁ ଗୋମାମଗୁଡିକରେ କାର୍ଯ୍ୟରତ ଶ୍ରମିକଙ୍କୁ କରୋନା ସଚେତନତା ସହ ସ୍ବଚ୍ଛତା କିଟ୍‌ ଓ ମାସ୍କ ବଣ୍ଟନ କରାଯାଇଛି ।...

ହାଟ ଖୋଜୁଛି ବାଟ

କାମାକ୍ଷାନଗର, ୨୫।୧୨: ହାଟ କେବଳ ବ୍ୟବସାୟିକ କେନ୍ଦ୍ରସ୍ଥଳ ନୁହେଁ, ଅଧିକନ୍ତୁ ଏହା ସାମାଜିକ, ସାଂସ୍କୃତିକ ଭାବଧାରାର ପ୍ରତୀକ। ଦ୍ରୁତ ସହରୀକରଣ, ମଲ୍‌ କଲ୍‌ଚର, ଅନ୍‌ଲାଇନ୍‌ ମାର୍କେଟିଂ...

କର୍ତ୍ତବ୍ୟ ସମ୍ପାଦନ କରିବାକୁ ଯାଉଥିଲେ; ଦୁର୍ଘଟଣାରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ମାଲକାନଗିରି୧୭ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନାର କାର୍ଯ୍ୟରତ ଗୃହରକ୍ଷୀ ଲଚ୍ଛମନ ନାୟକ(୩୮) କର୍ତ୍ତବ୍ୟ ସମ୍ପାଦନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣାରେ ରବିବାର ତାଙ୍କର ମୃତ୍ୟୁ ହୋଇଥିଲା।...

Advertisement
Archives

Model This Week